ଖୁସି ଖବର, ମିଶ୍ରିତ ଭାକ୍ସିନ୍‌ ଯୋଗୁ ୬ ଗୁଣା ଅଧିକ ଆଣ୍ଟିବଡ଼ି ହେଉଛି ସୃଷ୍ଟି…

ସିଓଲ୍‌,୨୭।୭: ଦକ୍ଷିଣ କୋରିଆର ବୈଜ୍ଞାନିକମାନେ କରୋନା ଟିକାର ମିଶ୍ରିତ ବ୍ୟବହାର ବିଷୟରେ ଖୁସି ଖବର ଦେଇଛନ୍ତି। । ଦୁଇ ଭିନ୍ନ ଡୋଜ୍‌ ନେବା ଦ୍ୱାରା ଶରୀରରେ ସମାନ ପ୍ରକାର ଭାକ୍ସିନ୍‌ ନେଇଥିବା ଲୋକଙ୍କ ତୁଳନାରେ ୬ ଗୁଣା ଅଧିକ ଆଣ୍ଟିବଡି ସୃଷ୍ଟି ହେଉଛି ବୋଲି ବୈଜ୍ଞାନିକମାନେ ଦାବି କରିଛନ୍ତି। ଦକ୍ଷିଣ କୋରିଆ ରୋଗ ନିୟନ୍ତ୍ରଣ ଏବଂ ନିରାକରଣ ଏଜେନ୍ସି ପକ୍ଷରୁ ୪୯୯ ଜଣ ସ୍ବାସ୍ଥ୍ୟକର୍ମୀଙ୍କୁ ଏହି ପରୀକ୍ଷାରେ ସାମିଲ କରାଯାଇଥିଲା। ୧୦୦ ଜଣଙ୍କୁ ପ୍ରଥମ ଡୋଜରେ ଆଷ୍ଟ୍ରାଜେନେକା ଏବଂ ଦ୍ୱିତୀୟ ଡୋଜରେ ଫାଇଜର ଟିକା ବ୍ୟବହାର କରିବା ଲାଗି ଅନୁମତି ପ୍ରଦାନ କରାଯାଇଥିଲା। ଅପରପକ୍ଷରେ ୨୦୦ ଜଣଙ୍କୁ ଫାଇଫାଇଜର ଏବଂ ୧୯୯ ଜଣଙ୍କୁ ଆଷ୍ଟ୍ରାଜେନେକା ଭାକ୍ସିନ୍‌ ଦିଆଯାଇଥିଲା। ମିଶ୍ରିତ ଭାକ୍ସିନ୍‌ ନେଇଥିବା ଲୋକଙ୍କ ଶରୀରରେ ଅଧିକ ଆଣ୍ଟିବଡ଼ି ସୃଷ୍ଟି ହୋଇଥିବାର ଜଣାପଡ଼ିଥିଲା। ଗବେଷଣା ରିପୋର୍ଟ ଆଧାରରେ ବୈଜ୍ଞାନିକମାନେ କହିଛନ୍ତି ଯେ ଆଷ୍ଟ୍ରାଜେନେକା ଏବଂ ଫାଇଜର ଟିକାକୁ ମିଶ୍ରିତ ଭାବରେ ବ୍ୟବହାର କରିହେବ। ଏହା ଦ୍ୱାରା ସୁଫଳ ମିଳିବ।

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri