ଖୁସି ଖବର: ପୁଣି ବଢ଼ିଲା BSKY ନବୀନ କାର୍ଡ ଆବେଦନ ଅବଧି

ଭୁବନେଶ୍ୱର, ୨୮।୧(ଅସମାପିକା ସାହୁ) – ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (BSKY) ନବୀନ କାର୍ଡ ପାଇଁ ଆବେଦନ ଅବଧିକୁ ପୁଣି ବୃଦ୍ଧି କରାଯାଇଛି। ଗ୍ରାମାଞ୍ଚଳର ପ୍ରତ୍ୟେକ ଯୋଗ୍ୟବ୍ୟକ୍ତି ଯେପରି ଏଥିରୁ ବଞ୍ଚତ୍ତ ନ ହେବେ, ତାହାକୁ ଦୃଷ୍ଟିରେ ରଖି ସରକାର ଦ୍ୱିତୀୟଥର ଅନ୍‌ଲାଇନ ଦରଖାସ୍ତ ପଞ୍ଜୀକରଣ ସମୟସୀମାକୁ ଫେବୃଆରୀ ୮ ତାରିଖ ପର୍ଯ୍ୟନ୍ତ ବଢ଼ାଇଥିବା ରବିବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ଏଥିପାଇଁ ଗ୍ରାମାଞ୍ଚଳ ଏବଂ ପଞ୍ଚାୟତସ୍ତରରେ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ଶାଳିନୀ ପଣ୍ଡିତ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, BSKY ନବୀନ କାର୍ଡ ଲାଗି ଗତ ୬ତାରିଖରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହୋଇଥିଲା। ଏହା ୧୬ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ଜନସାଧାରଣଙ୍କଠାରୁ ମିଳିଥିବା ମତାମତକୁ ବିଚାର କରି ରାଜ୍ୟ ସରକାର ଅନ୍ଲାଇନ ଦରଖାସ୍ତ ପଞ୍ଜୀକରଣ ସମୟସୀମାକୁ ୨୬ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ। ଏବେ ପୁଣିଥରେ ସମୟସୀମା ବୃଦ୍ଧି କରାଯାଇଥିବାରୁ ବଞ୍ଚତ୍ତ ହିତାଧିକାରୀ ଆବେଦନ କରିବାକୁ ସୁଯୋଗ ପାଇବେ। ଏଠାରେ ଉଲ୍ଲେଖଯୋଗ୍ୟ, BSKY ନବୀନ କାର୍ଡ ପାଇଁ ଯୋଗ୍ୟ ବିବେଚିତ ହିତାଧିକାରୀମାନେ ଚଳିତବର୍ଷ ମେ’ ଠାରୁ ତାଲିକାଭୁକ୍ତ ଘରୋଇ ହସ୍ପିଟାଲଗୁଡିକରେ ନିର୍ଦ୍ଧାରିତ ରୋଗଗୁଡିକର ଚିକିତ୍ସା ସୁବିଧା ପାଇବେ। ପୁରୁଷଙ୍କ ପାଇଁ ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳା ସଦସ୍ୟଙ୍କ


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri