ଖୁସି ଖବର, ସେପ୍ଟେମ୍ବରରେ ପିଲାଙ୍କ ପାଇଁ କରୋନା ଭାକ୍ସିନ୍‌…

ନୂଆଦିଲ୍ଲୀ,୨୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ୧୮ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ କରୋନା ଭାକ୍ସିନ୍‌ ସେପ୍ଟେମ୍ବରରେ ଆସିବାର ସମ୍ଭାବନା ରହିଛି ବୋଲି ଏମ୍ସ୍‌ ମୁଖ୍ୟ ଡ. ରଣଦୀପ୍‌ ଗୁଲେରିଆ ଗୁରୁବାର ସୂଚନା ଦେଇଛନ୍ତି। ଜାୟଡସ୍‌ କାଡ଼ିଲା ଭାକ୍ସିନ୍‌ର କ୍ଲିନିକାଲ୍‌ ଟ୍ରାଏଲ୍‌ କରାଯାଇଥିବାବେଳେ ଜରୁରୀକାଳୀନ ସ୍ଥିତିରେ ଏହାକୁ ବ୍ୟବହାର କରାଯିବା ନିମନ୍ତେ ମଞ୍ଜୁରୀ ଲାଗି ଅପେକ୍ଷା କରାଯାଇଛି। ଅପରପକ୍ଷରେ ଭାରତବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍‌ର କ୍ଲିନିକାଲ୍‌ ଟ୍ରାଏଲ୍‌ ଅଗଷ୍ଟ-ସେପ୍ଟେମ୍ବରରେ ଶେଷ ହେବାର ଆଶା ରହିଛି। ଏହି ସମୟ ମଧ୍ୟରେ ଫାଇଜର ଭାକ୍ସିନ୍‌କୁ ମଧ୍ୟ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri