ଆଶାୟୀ ଶିକ୍ଷକଙ୍କ ପାଇଁ ଖୁସି ଖବର: ଏକା ଥରକେ ନିଯୁକ୍ତି ପାଇବେ ୭ ହଜାର

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ଆଶାୟୀ ଶିକ୍ଷକଙ୍କ ପାଇଁ ଖୁସି ଖବର । ଏକା ଥରକେ ୭ ହଜାର ଶିକ୍ଷକ ପାଇବେ ନିଯୁକ୍ତି। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ୧୬ ତାରିଖରେ ନିଯୁକ୍ତି ପାଇବା ନେଇ ସେ କହିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୧୧ ହଜାର ଶିକ୍ଷକ ନିଯୁକ୍ତି ପାଇଁ ସରକାରଙ୍କ ଟାର୍ଗେଟ ରଖିଥିଲେ। ଏ ନେଇ ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିଲା । ୧୧ ହଜାର ଉଚ୍ଚବିଦ୍ୟାଳୟ ଶିକ୍ଷକ ପଦବୀ ମଧ୍ୟରୁ ୭ ହଜାର ଶିକ୍ଷକ ପଦବୀ ନେଇ ଉତ୍ତୀର୍ଣ୍ଣ ହୋଇଛନ୍ତି ଶିକ୍ଷକ । ବାକି ୪ ହଜାର ସଂରକ୍ଷିତ ପଦବୀ ପାଇଁ ଉତ୍ତୀର୍ଣ୍ଣ ହୋଇପାରିନାହାନ୍ତି । ଏହାକୁ ନେଇ ବିଭାଗ ପକ୍ଷରୁ ବିଚାର କରାଯାଉଛି । ସପ୍ତାହକ ମଧ୍ୟରେ ଏ ନେଇ ବିକଳ୍ପ ବିଚାର କରାଯିବ । ପ୍ରାଥମିକ ଭାବେ ୫ଟି ସ୍କୁଲଗୁଡିକରେ ଶିକ୍ଷକ ପଦବୀ ପୂରଣ ପାଇଁ ସରକାର ଟାର୍ଗେଟ ରଖିଛନ୍ତି । କେବଳ ସ୍କୁଲ କୋଠା ନବୀକରଣ ନୁହେଁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri