ଭୁଷଣ୍ଡପୁର ପାଇଁ ଖୁସିଖବର : ଷ୍ଟେଶନରେ ଭୁବନେଶ୍ୱର ଜଗଦଳପୁର ଦୃତଗାମୀ ରେଳ ରହଣିକୁ ସ୍ବାଗତ

ନିରାକାରପୁର,୧୫।୮(ମାନସ ଚନ୍ଦ୍ର ପଟ୍ଟନାୟକ):  ୭୯ ସ୍ବାଧୀନତା ଦିବସ ଅବସରରେ ଭୁଷଣ୍ଡପୁର ଷ୍ଟେଶନରେ ଭୁବନେଶ୍ୱର ଜଗଦଳପୁର ଦ୍ରୁତଗାମୀ ରେଳ ଗାଡିର ରହଣିକୁ ଅଞ୍ଚଳବାସୀ ସ୍ବାଗତ କରିଛନ୍ତି। ଏହି ରେଳ ଗାଡି ରହଣି ପାଇଁ ଦୀର୍ଘ ଦିନରୁ ଦାବି ହୋଇଆସୁଥିଲା। ଭୁଷଣ୍ଡପୁର, ବାଲିପାଟପୁର, କନ୍ତଳବାଇ, ସାନରାଉତପଡା, ଉଜ୍ୱଳାଗୋପୀନାଥପୁର ଓ ନୂଆଗଡ ପଞ୍ଚାୟତର ବାସିନ୍ଦାମାନେ ଭୁଷଣ୍ଡପୁର ଷ୍ଟେସନରୁ ରେଳ ଯୋଗେ ବଭିନ୍ନ ସ୍ଥାନକୁ ଯାତାୟାତ କରିଥାନ୍ତି। ଦୈନଦିନ ଯାତ୍ରୀ ବହୁ ସଂଖ୍ୟାରେ ଯାତାୟାତ କରନ୍ତି। ରହଣିର ଯଥେଷ୍ଟ ଆବଶ୍ୟକତା ଥିଲା ତାହା ପୂରଣ ହୋଇଥିବା ହେତୁ ଅଞ୍ଚଳ ବାସୀଙ୍କ ମଧ୍ୟରେ ସନ୍ତୋଷ ପ୍ରକାଶ ପାଇଛି। ଏହାକୁ ସ୍ବାଗତ କରିବା ପାଇଁ ଷ୍ଟେଶନରେ ଉପସ୍ଥିତ ଥିଲେ ସିରଞ୍ଜନ ମଙ୍ଗରାଜ, ଲୋକନାଥ ଦାଶ, ଗୀତାଞ୍ଜଳି ପାଟଶାଣୀ, ଗିରିଶ ଚନ୍ଦ୍ର ମହାରଣାଙ୍କ ସମେତ ଉକ୍ତ ପଞ୍ଚାୟତର ବହୁ ସଂଖ୍ୟାରେ ଲୋକ ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri