ପିଲାମାନଙ୍କ ପାଇଁ ଖୁସି ଖବର, ସୁଭଦ୍ରା ଯୋଜନା ଶୁଭାରମ୍ଭ ନିମନ୍ତେ ମଙ୍ଗଳବାର ସ୍କୁଲ-କଲେଜ ଛୁଟି ଘୋଷଣା

ଭୁବନେଶ୍ୱର,୧୪।୯: ପିଲାମାନଙ୍କ ପାଇଁ ଖୁସି ଖବର। ୧୭ ତାରିଖ ଅର୍ଥାତ୍‌ ମଙ୍ଗଳବାର ଛୁଟି ରହିବ ସ୍କୁଲ ଓ କଲେଜ। ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ନିମନ୍ତେ ସ୍କୁଲ-କଲେଜ ଛୁଟି ରହିବ। ଏହା କେବଳ ଭୁବନଶ୍ୱେର ପାଇଁ ଲାଗୁ ହେବ। ବିଏମସି ଅଞ୍ଚଳରେ ଥିବା ସବୁ ସ୍କୁଲ-କଲେଜ ଛୁଟି ରହିବ ସହ ବିଏମସି ଅନ୍ତର୍ଗତ ସମସ୍ତ ସରକାରୀ ଅଫିସ ଓ ରାଜସ୍ବ ଏବଂ ମାଜିଷ୍ଟେରିଆଲ କୋର୍ଟ(କାର୍ଯ୍ୟନିର୍ବାହୀ)କୁ ଛୁଟି ଘୋଷଣା କରାଯାଇଛି।

ଏଥିସହ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ ଅଫିସ, ମାଜିଷ୍ଟ୍ରେଟ କୋର୍ଟ ଛୁଟି ରହିବ । ଶନିବାର ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହେବା ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଛି ।

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ । ଏଥିପାଇଁ ଭୁବନେଶ୍ୱରର ସମସ୍ତ ସ୍କୁଲ ଓ କଲେଜଗୁଡିକ ସମ୍ପୂର୍ଣ୍ଣ ଛୁଟି ଘୋଷଣା କରାଯାଇଛି । ସରକାରୀ ଅଫିସଗୁଡିକ ମଙ୍ଗଳବାର ଦିନ ୨ଟା ଯାଏଁ ଛୁଟି ରହିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?