ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର: ବଢିଲା ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି

ଭୁବନେଶ୍ୱର,୬।୨: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର। ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର। ଫଳରେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଟଙ୍କା ଫେରସ୍ତ ପ୍ରକ୍ରିୟା ଜାରି ରହିବ। ରାଜ୍ୟ ସରକାର ଜାନୁଆରୀ ୩୧ ଅବଧିକୁ ମାର୍ଚ୍ଚ ୩୧ ଯାଏ ବଢାଇଛନ୍ତି। ୮ରୁ ୧୦ ହଜାର କ୍ଷୁଦ୍ର ଜମାକାରୀଙ୍କୁ ରାଜ୍ୟ ସରକାର ଟଙ୍କା ଦେଉଛନ୍ତି। ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ପ୍ରମାଣପତ୍ର ଦେଇ ଆରଆଇଙ୍କ ନିକଟରେ ଆବେଦନ କରିପାରିବେ। ଆବେଦନର ୧୫ ଦିନ ଭିତରେ ଜମାକାରୀ ଟଙ୍କା ଫେରିପାଇବେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସାନ ଭାଇ, ବାପାଙ୍କୁ କଟୁରିରେ ହାଣିଲେ ବଡ଼ ଭାଇ: ଜମିଜମା ବିବାଦରୁ ଘଟିଲା ରକ୍ତାକ୍ତ…

ଉଦଳା: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅନ୍ତର୍ଗତ ଶିରାଥଳି ଗାଁରେ ଜମିଜମା ବିବାଦକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ଜମି ବଣ୍ଟନକୁ ନେଇ ପରିବାର…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ୩ ବର୍ଷ ତଳେ କରିଥିଲେ ପ୍ରେମବିବାହ, ଆଜି ସକାଳୁ…

ଝାରସୁଗୁଡ଼ା,୨୮ା୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଏଚ୍‌. କଣ୍ଟାପାଳି (ଗଣ୍ଠିଆବୁଡ଼) ଗାଁରେ ରବିବାର ସକାଳୁ ଘଟିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପାରିବାରିକ କଳହକୁ କେନ୍ଦ୍ର…

ଗଞ୍ଜେଇ ଚାଲାଣବେଳେ ମାଡ଼ିବସିଲା ପୋଲିସ: ବାଇକ୍‌ ସହ ୨୨ କେଜି ଗଞ୍ଜେଇ ଜବତ କରି…

ଦାରିଙ୍ଗବାଡ଼ି,୨୮ା୬(ଅରୁଣ ସାହୁ): ଗଞ୍ଜେଇ ଚୋରା କାରବାରରେ ଯୁବଗୋଷ୍ଠୀ ବେଶି ସଂଶ୍ଲିଷ୍ଟ ରହୁଥିବା ପୋଲିସର ଗିରଫରୁ ଜଣାପଡ଼ିଛି। ଏଭଳି ଘଟଣା କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ଦେଖାଯାଉଥିବାବେଳେ ଜିଲାର…

ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପ୍ରତି ଏତିକି କୋଟି ଟଙ୍କା ଦାବି କଲେ ଗ୍ରାମବାସୀ

ପାଟଣା,୨୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ରବିବାର ପୂର୍ବାହ୍ନରେ ଯମୁନା ପଶି ପଞ୍ଚାୟତ ବରୁ ଗ୍ରାମର ସ୍କୁଲ…

Mann ki Baat: ୧୩୫ତମ ଏପିସୋଡରେ ମୋଦି କହିଛନ୍ତି, ‘ଯୋଗରେ ଭାରତ ବିଶ୍ୱରେ ଏକ ନମ୍ବର, ୧୧୪ ପଦକ ଜିତିଛି’

ନୂଆଦିଲ୍ଲୀ,୨୮।୮: ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ କି ବାତ’ର ୧୩୫ତମ ଏପିସୋଡ ପ୍ରଚାରିତ ହୋଇଛି। ଏହି ନୂତନ ଏପିସୋଡରେ, ସେ ଆଲୋକପାତ କରିଥିଲେ ଯେ ଦେଶ…

କୁମ୍ଭାରସାହିରେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ, ଲୋକଙ୍କ ମାଳମାଳ ଅଭିଯୋଗ ଶୁଣି ଦେଲେ ଏହି ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୮ା୬(ଅରୁଣ ସାହୁ): ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୩୫ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ରବିବାର ସାରା ଦେଶବାସୀଙ୍କ ପାଇଁ ରହିଥିଲା। ଏହା ଶୁଣିବାକୁ କନ୍ଧମାଳ…

ଏକାସଙ୍ଗେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ୩ କ୍ରିକେଟର, ଲୁହରେ ଭିଜିଲା…

ନୂଆଦିଲ୍ଲୀ,୨୮।୬: ICC ମହିଳା T20 ବିଶ୍ୱକପ 2026 ର ଗ୍ରୁପ B ର ଦୁଇ ସେମିଫାଇନାଲିଷ୍ଟ ନିର୍ଣ୍ଣୟ କରାଯାଇଛି। ଶନିବାର ଇଂଲଣ୍ଡ ବିପକ୍ଷରେ ଏକ ଦମଦାର ପରାଜୟ…

ମାଲକାନଗିରି ପୋଲିସକୁ ଆଉ ଏକ ବଡ଼ ସଫଳତା: ବିପୁଳ ପରିମାଣର ମାଓବାଦୀ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି,୨୮ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପୋଲିସକୁ ପୁଣିଥରେ ଏକ ବଡ଼ ସଫଳତା ମିଳିଛି। ମାଓବାଦୀଙ୍କ ଡମ୍ପ୍‌ ଠାବ କରିବା ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri