Posted inଖେଳ

ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର

ଚେନ୍ନାଇ,୪।୯: ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ଅଛି। ଚାରିଥର ଚେନ୍ନାଇ ସୁପର କିଙ୍ଗ୍ସକୁ ଆଇପିଏଲ ଚାମ୍ପିଅନ କରାଇଥିବା ଧୋନୀ ପୁଣି ଥରେ ଦଳର ଅଧିନାୟକ ଭାବେ ନଜର ଆସିବେ। ଦଳର ସିଇଓ କାଶୀ ବିଶ୍ୱନାଥ ରବିବାର ଏହା ଘୋଷଣା କରିଛନ୍ତି। ଗତ ଆଇପିଏଲର ଶେଷ ମ୍ୟାଚ ପରେ ଧୋନୀ କହିଥିଲେ ଯେ, ସେ ଆସନ୍ତା ସିଜନରେ ମଧ୍ୟ ଖେଳିବେ।
ଗତ ସିଜିନ ଆରମ୍ଭ ପୂର୍ବରୁ ଧୋନୀ ଅଧିନାୟକତ୍ୱ ଛାଡିଥିଲେ। ତାଙ୍କ ସ୍ଥାନରେ ରବିନ୍ଦ୍ର ଜାଡେଜାଙ୍କୁ ଦଳର ଦାୟିତ୍ୱ ଦିଆଯାଇଥିଲା। ଜାଡେଜା ଆଠଟି ମ୍ୟାଚ୍‌ରେ ୬ଟି ପରାଜୟ ପରେ ସେ ନିଜ ପଦରୁ ଇସ୍ତଫା ଦେଇଥିଲେ। ଧୋନୀ ପୁଣି ସିଏସ୍‌କେର ଦାୟିତ୍ୱ ଗ୍ରହଣ କଲେ। ତାଙ୍କ ଅଧିନାୟକତ୍ୱରେ ଦଳ ୨୦୧୦, ୨୦୧୧, ୨୦୧୮ ଏବଂ ୨୦୨୧ରେ ଆଇପିଏଲ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟେଷ୍ଟ ସିରିଜ: ଈଶାନ୍ତ ଆଉଟ, ୧୧ରେ ରୋହିତଙ୍କୁ ନେଇ ନିଷ୍ପତ୍ତି

ସିଡ୍‌ନୀ,୨୮।୧୧ (ପି.ଟି.): ଆଗାମୀ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍‌ରୁ ଭାରତର ସବୁଠାରୁ ଅଭିଜ୍ଞ ବୋଲର ଈଶାନ୍ତ ଶର୍ମା ବାଦ୍‌ ପଡିଛନ୍ତି। ସିରିଜ ବେଳକୁ ସେ ମ୍ୟାଚ୍‌...

ସୌରଭ ଗାଙ୍ଗୁଲିଙ୍କୁ ହୃଦ୍‌ଘାତ

କୋଲକାତା, ୩ା୧ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲିଙ୍କୁ ମୃଦୁ ହୃଦ୍‌ଘାତ ହୋଇଛି। ଶନିବାର ସକାଳେ ଜିମ୍‌ରୁ ଫେରିବା ପରେ ସେ...

ପେସାରେ କ’ଣ କରନ୍ତି ଏହିସବୁ କ୍ରିକେଟଙ୍କ ସ୍ତ୍ରୀ

ଭାରତୀୟ କ୍ରିକେଟରଙ୍କ ସ୍ତ୍ରୀଙ୍କ ବ୍ୟକ୍ତିଗତ ଜୀବନ ଅଧିକାଂଶ ସମୟରେ ଚର୍ଚ୍ଚାର ବିଷୟ ପାଲଟିଥାଏ। ତେବେ ଆସନ୍ତୁ ଜାଣିବା କିଛି କ୍ରିକେଟରଙ୍କ ସ୍ତ୍ରୀ ପେସାରେ କ’ଣ କରନ୍ତି।...

ଆଇସିସି ବିଶ୍ୱକପ୍‌: ବାଂଲାଦେଶ ପାଇଁ କର ବା ମର ସ୍ଥିତି

ସାଉଥାମ୍ପ୍‌ଟନ,୨୪।୬(ପି.ଟି.)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ବିଶ୍ୱକପ୍‌ର ୩୧ତମ ମ୍ୟାଚ୍‌ରେ ସୋମବାର ବାଂଲାଦେଶ ଓ ଆଫଗାନିସ୍ତାନ ପରସ୍ପରକୁ ଭେଟିବେ। ସ୍ଥାନୀୟ ରୋଜ୍‌ ବାଉଲ ଗ୍ରାଉଣ୍ଡରେ...

ପଡ଼ିଲା ରାହାନେଙ୍କ ଉଇକେଟ

ଇନ୍ଦୋର,୧୫।୧୧- ଏଠାରେ ଚାଲିଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ଦଳର ଉପଅଧିନାୟକ ଅଜିଙ୍କ୍ୟ ରାହାନେ ଶତକରୁ ବଞ୍ଚତ୍ତ ହୋଇଛନ୍ତି। ଆଉଟ୍‌ ହେବା ପୂର୍ବରୁ ସେ...

ରାଜ୍ୟପାଳଙ୍କଠାରୁ ଆଶୀର୍ବାଦ ନେଲେ ଦୂତୀ

ଭୁବନେଶ୍ୱର, ୮।୭(କ୍ରୀଡ଼ା ପ୍ରତିନିଧି)- ଟୋକିଓ ଅଲିମ୍ପିକ୍ସର ୧୦୦ ଓ ୨୦୦ ମିଟର ରେସ୍‌ରେ ଭାଗ ନେବାକୁ ଯୋଗ୍ୟ ବିବେଚିତ ହୋଇଥିବା ସ୍ପ୍ରିଣ୍ଟ କୁଇନ ଦୂତୀ ଚାନ୍ଦ...

ମିଛ କହି ଧରାପଡିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌: ସୋସିଆଲ ମିଡିଆରେ ହେଉଛି ଚର୍ଚ୍ଚା

କେପଟାଉନ୍‌,୧୯।୫: ଦକ୍ଷିଣ ଆଫ୍ରିକାର ପ୍ରସିଦ୍ଧ କ୍ରିକେଟର୍‌ ଏବି.ଡି.ଭିଲିୟର୍ସ ଅନ୍ତର୍ଜାତୀୟ କ୍ରିକେଟକୁ ଆଉ ପ୍ରତ୍ୟାବର୍ତ୍ତନ କରିବେ ନାହିଁ। ଏହି ପରିପ୍ରେକ୍ଷୀରେ କ୍ରିକେଟ ଦକ୍ଷିଣ ଆଫ୍ରିକା କହିଛି ଯେ,...

ଇସ୍ରାଏଲ ଫୁଟ୍‌ବଲ କ୍ଲବର ୧୫ ସମର୍ଥକ ଗିରଫ

ଥେସାଲୋନିକି,୧୨ା୮: ଗ୍ରୀସ୍‌ ପୋଲିସ ଇସ୍ରାଏଲର ଏକ ଫୁଟବଲ କ୍ଲବ ମାକାବି ତେଲ୍‌ ଆଭିଭ୍‌ର ୧୫ ସମର୍ଥକଙ୍କୁ ଗିରଫ କରିଛି। ଆରିସ ବିପକ୍ଷ ୟୁରୋପା କନ୍‌ଫରେନ୍ସ ଲିଗ୍‌...

Advertisement
Archives

Model This Week