Posted inଖେଳ

ଖୁସିଖବର: ବାର୍ବାଡୋସରେ ଫସିଥିବା ଟିମ ଇଣ୍ଡିଆକୁ ଆଣିବାକୁ ବସିସିଆଇ କଲା ଖାସ୍‌ ବନ୍ଦୋବସ୍ତ

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଟିମ୍‌ ବାର୍ବାଡୋସ ମାଟିରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟି -୨୦ ବିଶ୍ୱକପ ୨୦୨୪ ଟାଇଟଲ ଜିତିଛି । ଜୁନ ୨୯ ଶନିବାର ଦିନ ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଦଳ ଟିମ ଇଣ୍ଡିଆ ଚାମ୍ପିୟନ ହୋଇଥିଲା। ଚାମ୍ପିୟନ ହେବା ପରେ ଟିମ ଇଣ୍ଡିଆ ଭାରତକୁ ଫେରିବାକୁ ଥିଲା, କିନ୍ତୁ ଘୂର୍ଣ୍ଣୀଝଡ ଯୋଗୁ ଭାରତୀୟ ସେଠାରେ ଫସି ରହିଛନ୍ତି। ରିପୋର୍ଟ ଅନୁଯାୟୀ, ସମସ୍ତ ଭାରତୀୟ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର। ଯେଉଁଥିରେ କୁହାଯାଇଛି ଯେ ଚାମ୍ପିୟନ ଟିମ ଇଣ୍ଡିଆ ବାର୍ବାଡୋସରୁ ଭାରତରେ ପହଞ୍ଚିବେ।

ଘୂର୍ଣ୍ଣୀଝଡ ଯୋଗୁ ଭାରତୀୟ ଦଳ ବାର୍ବାଡୋସରୁ ବାହାରି ପାରିନଥିଲେ। ତେବେ ବର୍ତ୍ତମାନ ଭାରତୀୟ ଦଳକୁ ସେଠାରୁ ଆଣିବା ପାଇଁ ବିସିସିଆଇ ସ୍ବତନ୍ତ୍ର ବ୍ୟବସ୍ଥା କରିଛି। ଏକ ରିପୋର୍ଟ ଅନୁଯାୟୀ, ବାର୍ବାଡୋସର ସ୍ଥାନୀୟ ସମୟ ଅନୁଯାୟୀ ଟିମ ଇଣ୍ଡିଆ ମଙ୍ଗଳବାର ଦିନ ସା ୬ଟାରେ ବିସିସିଆଇର ଏକ ସ୍ବତନ୍ତ୍ର ବିମାନରେ ଭାରତ ଅଭିମୁଖେ ଯାତ୍ରା କରିବ ଏବଂ ବୁଧବାର ସାଳ ପ୍ରାୟ ୭:୪୫ ସମୟରେ ଦିଲ୍ଲୀରେ ପହଞ୍ଚିବ।

 


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ୍‌ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ପାଖରେ ଖସିଲା ଡ୍ରୋନ

ଗୁଆଡାଲାଜାରା,୧୮ା୬: ମେକ୍ସିକୋ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ କୋରିଆର ଜାତୀୟ ଫୁଟବଲ ଦଳର ଟ୍ରେନିଂ କ୍ୟାମ୍ପ ପାଖରେ ଗୁରୁବାର ଉଡ଼ୁଥିବା ଏକ ଡ୍ରୋନକୁ ମେକ୍ସିକାନ ସାମରିକ ବାହିନୀ…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା; ଦଳର ଅଧିନାୟକ ନୂଆ ଖେଳାଳି

ନୂଆଦିଲ୍ଲୀ,୧୮।୬: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଗୁରୁବାର (ଜୁନ ୧୮) ଭାରତୀୟ ମହିଳା ଦଳ ବିପକ୍ଷରେ ଐତିହାସିକ ଏକମାତ୍ର ଟେଷ୍ଟ ପାଇଁ ୧୫ ଜଣିଆ…

LPG ସିଲିଣ୍ଡରକୁ ନେଇ ଆସିଲା ଖୁସି ଖବର, ଆସୁଛି ୪୦ ଟ୍ୟାଙ୍କର ରୋଷେଇ ଗ୍ୟାସ

ତେହରାନ/ନୂଆଦିଲ୍ଲୀ,୧୮।୬: ଫେବୃଆରୀ ମାସରୁ ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିଲା, ଯାହା ଭାରତ ସମେତ ଅନେକ ଦେଶର ଅର୍ଥନୀତିକୁ ପ୍ରଭାବିତ କରୁଥିଲା। ବିଶେଷକରି ଭାରତ…

ୟୁକ୍ରେନର ଡ୍ରୋନ ମାଡରେ ହୁତୁହୁତୁ ହୋଇ ଜଳିଲା ମସ୍କୋ ଅଏଲ ରିଫାଏନାରୀ

ମସ୍କୋ,୧୮।୬: ୟୁକ୍ରେନ ରୁଷିଆ ଉପରେ ଡ୍ରୋନ ଆକ୍ରମଣ କରିଛି। ମସ୍କୋର କାପୋଟନିଆ ଜିଲାରେ ଥିବା ଏକ ତୈଳ ବିଶୋଧନାଗାରରେ ଏକ ୟୁକ୍ରେନୀୟ ଡ୍ରୋନ ଆକ୍ରମଣ କରିଛି; ଏହି…

ରାଜ୍ୟ ସଭା ନିର୍ବାଚନ: ଝାଡ଼ଖଣ୍ଡରେ କଂଗ୍ରେସକୁ ଲାଗିଲା ଶକ୍ତ ଧକ୍କା

ରାଞ୍ଚି,୧୮।୬: ଭାରତୀୟ ଜନତା ପାର୍ଟି (ଭାଜପା)ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ଝାଡ଼ଖଣ୍ଡରେ ‘ଇଣ୍ଡିଆ’ ମେଣ୍ଟର ଗଡ଼ ଭାଙ୍ଗିଛି। ରାଜ୍ୟ ସଭା ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ପରିମଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri