ହଜାର ହଜାର ଚାଷୀଙ୍କ ପାଇଁ ଖୁସିଖବର: ଏତେ ଦିନ ପରେ ଖୋଲିଲା…

ଗଞ୍ଜାମ,୩୧।୧୦(ବିଦ୍ୟାଧର ସାହୁ ): ଦୀର୍ଘ ଦୁଇ ଦଶନ୍ଧି ଧରି ଋଷିକୂଲ୍ୟା ମୁହାଣ ଖୋଲାଯିବା ପାଇଁ ଦାବି ହୋଇ ଆସୁଥିଲା । ପୂର୍ବତନ ବିଧାୟକ ସ୍ବର୍ଗତ ଆଦିକନ୍ଦ ସେଠୀ ବିଧାନସଭାରେ ଦାବି କରିଥିଲେ । ପରେ ପୂର୍ବତନ ବିଧାୟକ ସୁବାଷ ଚନ୍ଦ୍ର ବେହେରା ମଧ୍ୟ ବିଧାନସଭାରେ ଦାବି କରିଥିଲେ । କିନ୍ତୁ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇନଥିଲା । ଫଳରେ ପୁରୁଣାବନ୍ଧ ଗ୍ରାମବାସୀ ନିଜସ୍ବ ପ୍ରଚେଷ୍ଟାରେ ଗୁରୁବାର ଅପରାହ୍ନରେ ଜେସିବି ମେଶିନ ଦ୍ୱାରା ମୁହାଣ ଖୋଲିଥିବା ଜଣାପଡିଛି । ଯାହା ଫଳରେ ଦଶରୁ ଉର୍ଦ୍ଧ୍ୱ ଗ୍ରାମ ବନ୍ୟା ଦାଉରୁ ରକ୍ଷା ପାଇପାରିବେ। ଏଥିସହ ସ୍ଥାନୀୟ ପାଞ୍ଚ ହଜାରରୁ ଅଧିକ ଚାଷୀ ମଧ୍ୟ ଉପକୃତ ହୋଇ ପାରିବେ ବୋଲି ଆଲୋଚନା ହେଉଛି । ଏହା ଯୋଗୁଁ ବନ୍ୟା ଜଳ ସମୁଦ୍ର ଭିତରକୁ ନିଷ୍କାସନ ହେବାରେ କୌଣସି ଅସୁବିଧା ହେବନାହିଁ । ଅନ୍ୟପଟେ ଲଗାଣ ବର୍ଷା ଯୋଗୁ ଚାଷ ଜମିରୁ ବର୍ଷା ଜଳ ନିଷ୍କାସନ ନ ହୋଇ ଚାଷୀ କ୍ଷତି ସହୁଥିଲା । ଏଥିସହ ଦିନକୁ ଦିନ ସମୁଦ୍ରର ଉଚ୍ଚ ଲହଡି ଜନ ବସତି ଆଡକୁ ମାଡି ଆସିବା ଫଳରେ ମସ୍ଚ୍ୟଜୀବି ମାନେ ନିଜ ଜାଲ ଡ଼ଙ୍ଗା ରଖିବାରେ ଅସୁବିଧା ହେଉଥିଲା । ତତ ସଙ୍ଗେ ସଙ୍ଗେ ଉପର ମୁଣ୍ଡରେ ଅଧିକ ଭାରୀ ବର୍ଷା ହେବା ଫଳରେ ପ୍ରତି ବର୍ଷ ପୁରୁଣା ବନ୍ଧ ପାଳିବନ୍ଧ ଗ୍ରାମ ଆଡକୁ ବନ୍ୟା ଜଳ ଆସୁଥିଲା ତାହା ଦୂର ହୋଇଛି ବୋଲି ସ୍ଥାନୀୟ ଲୋକେ ମତ ଦେଇଛନ୍ତି ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?