Posted inଜାତୀୟ

ସରକାର କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ମହଙ୍ଗା ଭତ୍ତା

ଗାନ୍ଧୀନଗର,୫।୭: ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଉପହାର ଦେଇଛନ୍ତି। ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସେ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସପ୍ତମ ବେତନ ଆୟୋଗ ଅଧୀନରେ ଥିବା କର୍ମଚାରୀଙ୍କ ପାଇଁ ଜାନୁଆରୀ ୧, ୨୦୨୪ ଠାରୁ କାର୍ଯ୍ୟକାରୀ ହେଉଥିବା କେନ୍ଦ୍ରୀୟ ହାର ଆଧାରରେ ଚାରି ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।
ଏହି ଭତ୍ତା ବୃଦ୍ଧିରେ ୪.୭୧ ଲକ୍ଷ କର୍ମଚାରୀ ଏବଂ ଗୁଜରାଟର ପ୍ରାୟ ୪.୭୩ ଲକ୍ଷ ଅବସରପ୍ରାପ୍ତ କର୍ମଚାରୀ ଉପକୃତ ହେବେ। ଜାନୁଆରୀ ୧, ୨୦୨୪ରୁ ଜୁନ ୩୦, ୨୦୨୪ ପର୍ଯ୍ୟନ୍ତ ଛଅ ମାସ ପାଇଁ ମହଙ୍ଗା ବକେୟା ଦରମା ସହିତ ତିନୋଟି କିସ୍ତିରେ ଦିଆଯିବ। କର୍ମଚାରୀଙ୍କ ଏହି ଦେୟ ସମାଧାନ ପାଇଁ ରାଜ୍ୟ ସରକାର ମୋଟ ୧୧୨୯.୫୧ କୋଟି ଟଙ୍କା ବଣ୍ଟନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri