ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ଗୃହ ନିର୍ମାଣ ଋଣ ସହାୟତା ରାଶି

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟ ସରକାର ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ସରକାରୀ କର୍ମଚାରୀଙ୍କ ପାଇଁ ଗୃହ ନିର୍ମାଣ ଋଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ସୁଧ ହାର ପରିମାଣ ମଧ୍ୟ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି ପର୍ଯ୍ୟାୟରେ କର୍ମଚାରୀ ମାନଙ୍କୁ ଦିଆଯିବ।
ପୂର୍ବରୁ ୨୦୧୦ରେ ଲାଗୁ କରାଯାଇଥିବା ଗୃହ ନିର୍ମାଣ ସହାୟତା ନିୟମ ଅନୁଯାୟୀ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯାଉଛି ଏବଂ ଏଥିରେ ସର୍ବାଧିକ ସୁଧ ହାର ୧୧.୫ ପ୍ରତିଶତ ଥିଲା । ବର୍ତ୍ତମାନ ଗୃହ ନିର୍ମାଣ ସହାୟତା ପରିମାଣ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ସହିତ ସୁଧ ପରିମାଣ ୮ ପ୍ରତିଶତକୁ ହ୍ରାସ କରାଯାଇଛି । ଜାତୀୟ ପେନ୍ସନ ସ୍କିମ ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସହାୟତା ପାଇପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri