ଭାରତ ପାଇଁ ଖୁସି ଖବର: ବଢ଼ିଲା ବିକାଶ ହାର, ବ୍ରୋକେଜ କମ୍ପାନୀ ନୋମୁରା ରିପୋର୍ଟ ଜାରି…

ନୂଆଦିଲ୍ଲୀ,୨।୧୨ : ଭାରତୀୟ ଅର୍ଥନୀତି ପାଇଁ ଏକ ଖୁସି ଖବର ଆସିଛି। ବାସ୍ତବରେ, ଜାପାନର ବ୍ରୋକେଜ କମ୍ପାନୀ ନୋମୁରା ଚଳିତ ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ଭାରତର ଅଭିବୃଦ୍ଧି ହାରକୁ ୫.୯ ପ୍ରତିଶତରୁ ୬.୭ ପ୍ରତିଶତକୁ ବୃଦ୍ଧି କରିଛି। ଦ୍ୱିତୀୟ ତ୍ରୟମାସିକ ପାଇଁ ଜିଡିପିର ସରକାରୀ ତଥ୍ୟ ଆସିବା ପରେ ଏହାକୁ ବୃଦ୍ଧି କରାଯାଇଛି।

ତେବେ ବ୍ରୋକେଜ କମ୍ପାନୀଗୁଡିକର ଅର୍ଥନୀତିଜ୍ଞ କହିଛନ୍ତି ୨୦୨୪-୨୫ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୫.୬ ପ୍ରତିଶତକୁ ହ୍ରାସ ପାଇବ ବୋଲି ଆଶା କରାଯାଉଛି। ନିର୍ବାଚନ ପୂର୍ବରୁ ଜନତାଙ୍କ ମନ୍ଥରତା, ଗ୍ରାମାଞ୍ଚଳର ଚାହିଦା ହ୍ରାସ ଏବଂ ବେସରକାରୀ କ୍ୟାପେକ୍ସ, ବିଶ୍ୱର ମନ୍ଥରତା ଯୋଗୁ ଅଭିବୃଦ୍ଧି ହାର ୨୦୨୪-୨୫ ରେ ହ୍ରାସ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri