MSME ଉଦ୍ୟୋଗୀଙ୍କ ପାଇଁ ଖୁସି ଖବର: ମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୩୧।୧୦: MSME ଉଦ୍ୟୋଗୀଙ୍କ ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ଦେଇଛନ୍ତି। କ୍ଷୁଦ୍ର, ଲଘୁ ଓ ମଧ୍ୟମ ଉଦ୍ୟୋଗ ପାଇଁ ଆଉ କିସମ ପରିବର୍ତ୍ତନ କରିବାକୁ ପଡ଼ିବନି ବୋଲି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ।
ଉଦ୍ୟୋଗୀଙ୍କୁ କିସମ ପରିବର୍ତ୍ତନ ଫି ଓ ଭଡ଼ା ଛାଡ଼ ପାଇଁ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ କିସମ ପରିବର୍ତ୍ତନ ପାଇଁ ଜମି ବେଞ୍ଚ ମାର୍କର ୧% ଦେବାକୁ ପଡୁଥିଲା। ଏଥିସହ ୧% ଭଡ଼ା ମଧ୍ୟ ଦେବାକୁ ପଡୁଥିଲା, ଏବେ ଏହି ୨ଟି ଯାକ ଛାଡ଼ କରାଯାଇଛି। କେନ୍ଦ୍ରର ପୋର୍ଟାଲରେ ଥିବା ସହ ଜିଲା କମିଟି ଅନୁମୋଦିତ ହୋଇଥିଲେ ସୁବିଧା ମିଳିବ। ସଂରକ୍ଷିତ ଅଞ୍ଚଳ, ପ୍ରତିରକ୍ଷା ଓ ପ୍ରତ୍ନତାତ୍ତ୍ବିକ ଜମି ପାଇଁ ଏହି ସୁବିଧା ଲାଗୁ ହେବନି। ଉଦ୍ୟୋଗୀମାନେ ଉଦ୍ଦେଶ୍ୟରୁ ବିଚ୍ୟୁତ ହେଲେ ଜମି ଫେରସ୍ତ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri