MSME ଉଦ୍ୟୋଗୀଙ୍କ ପାଇଁ ଖୁସି ଖବର: ମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୩୧।୧୦: MSME ଉଦ୍ୟୋଗୀଙ୍କ ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ଦେଇଛନ୍ତି। କ୍ଷୁଦ୍ର, ଲଘୁ ଓ ମଧ୍ୟମ ଉଦ୍ୟୋଗ ପାଇଁ ଆଉ କିସମ ପରିବର୍ତ୍ତନ କରିବାକୁ ପଡ଼ିବନି ବୋଲି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ।
ଉଦ୍ୟୋଗୀଙ୍କୁ କିସମ ପରିବର୍ତ୍ତନ ଫି ଓ ଭଡ଼ା ଛାଡ଼ ପାଇଁ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ କିସମ ପରିବର୍ତ୍ତନ ପାଇଁ ଜମି ବେଞ୍ଚ ମାର୍କର ୧% ଦେବାକୁ ପଡୁଥିଲା। ଏଥିସହ ୧% ଭଡ଼ା ମଧ୍ୟ ଦେବାକୁ ପଡୁଥିଲା, ଏବେ ଏହି ୨ଟି ଯାକ ଛାଡ଼ କରାଯାଇଛି। କେନ୍ଦ୍ରର ପୋର୍ଟାଲରେ ଥିବା ସହ ଜିଲା କମିଟି ଅନୁମୋଦିତ ହୋଇଥିଲେ ସୁବିଧା ମିଳିବ। ସଂରକ୍ଷିତ ଅଞ୍ଚଳ, ପ୍ରତିରକ୍ଷା ଓ ପ୍ରତ୍ନତାତ୍ତ୍ବିକ ଜମି ପାଇଁ ଏହି ସୁବିଧା ଲାଗୁ ହେବନି। ଉଦ୍ୟୋଗୀମାନେ ଉଦ୍ଦେଶ୍ୟରୁ ବିଚ୍ୟୁତ ହେଲେ ଜମି ଫେରସ୍ତ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri