ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ ନେଇ ସରକାର ସମସ୍ତ ପ୍ରକାର ସାହାଯ୍ୟ,ସହଯୋଗ ଯୋଗାଇ ଦେବେ ବୋଲି ସେ କହିଛନ୍ତି। ଫାର୍ମା ସମ୍ମିଳନୀରେ ମୋଟ ୪୨ଟି ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। ଏହାଦ୍ୱାରା ମୋଟ ୩୮,୪୦୬ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

Dharitri – Odisha’s No.1 Odia Daily

Share
Tags: cm odisha