SHG ମହିଳାଙ୍କ ପାଇଁ ଖୁସି ଖବର: ବିନା ସୁଧରେ ସରକାର ଦେବେ ୧୦ ଲକ୍ଷ ଟଙ୍କା ଋଣ

ଭୁବନେଶ୍ୱର, ୧୫ା୪(ସୁନିତ୍‌ ମିଶ୍ର):ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି)ଗୁଡ଼ିକ ପାଇଁ ସୁଧମୁକ୍ତ ଋଣ ବ୍ୟବସ୍ଥାକୁ ରାଜ୍ୟ ସରକାର ଜାରି ରଖିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମଙ୍ଗଳବାର ଅନୁମୋଦନ ଦେଇଛନ୍ତି। ସୂଚନାଯୋଗ୍ୟ, ଏହି ସୁଧମୁକ୍ତ ଋଣ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି ରଖିଥିଲେ। ମଙ୍ଗଳବାର ଏହାକୁ ୨୦୨୫-୨୬ ଓ ପରବର୍ତ୍ତୀ ବର୍ଷଗୁଡ଼ିକ ପାଇଁ ଜାରି ରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହାଦ୍ୱାରା ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ନେଇପାରିବେ। ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ମହିଳା ଭାଗୀଦାରି ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ସହ ବୁଝାମଣାକୁ ନେଇ ଏମିତି କହିଲେ ସୋଫିଆ, କଂଗ୍ରେସର ସ୍ଥିତି ଆଜି କେବଳ…

ଭୁବନେଶ୍ୱର,୧୪ା୩: ବିଧାୟିକା ସୋଫିଆ ଫିର୍ଦ୍ଦୋସ ଖୋଲାଖୋଲି ଭାବେ ତାଙ୍କର ଅସନ୍ତୋଷ ଝାଡ଼ିଛନ୍ତି। ବିଜେଡି ସହ ବୁଝାମଣାକୁ ନେଇ ଉଠୁଥିବା କଥା ଉପରେ ସେ ଖୁବ୍‌ ରାଗିଯାଇଛନ୍ତି। ସେ…

ଏପ୍ରିଲ ୧ରୁ ବଦଳିଯିବ ଏସବୁ ନିୟମ: ପକେଟ ଉପରେ ପଡ଼ିବ ସିଧାସଳଖ ପ୍ରଭାବ

ନୂଆଦିଲ୍ଲୀ,୧୪।୩: ଚଳିତବର୍ଷ କେନ୍ଦ୍ରୀୟ ବଜେଟରେ ଆୟକର ଆଇନରେ ଅନେକ ସଂଶୋଧନ କରାଯାଇଥିଲା, ଯାହାର ଲକ୍ଷ୍ୟ ନିୟମକୁ ସରଳ କରିବା ଏବଂ କରଦାତାଙ୍କ ପାଇଁ ପ୍ରକ୍ରିୟାଗତ ବୋଝ ହ୍ରାସ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! କିମ୍‌ କଲେ ୧୦ ମିସାଇଲ ଆଟାକ୍‌, ଛାରଖାର ହୋଇଯିବ…

ନୂଆଦିଲ୍ଲୀ,୧୪।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆଉ ଏକ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଉଥିବା ରିପୋର୍ଟ ସାମ୍ନାକୁ ଆସିଛି। ଦକ୍ଷିଣ କୋରିଆ କହିଛି ଯେ ଉତ୍ତର…

ଗ୍ୟାସକୁ ନେଇ ହୁଅନ୍ତୁନି ଟେନସନ! ସରକାର କହିଲେ ରାଶନ କାର୍ଡ ଥିଲେ ମାଗଣାରେ ମିଳିବ….

ନୂଆଦିଲ୍ଲୀ,୧୪।୧: “ରନ୍ଧନ ଗ୍ୟାସର ଅଭାବ ହେଲେ ଆମେ ବିକଳ୍ପ ଇନ୍ଧନ ଭାବରେ କିରୋସିନ ଯୋଗାଇବାକୁ ପ୍ରସ୍ତୁତ” । ସାରା ଦେଶରେ ଯେତେବେଳେ ରନ୍ଧନ ଗ୍ୟାସ ଯୋଗାଣରେ ବିଳମ୍ବ…

ରାଜ୍ୟ ସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ, ଘୋଡ଼ା ବେପାର କଥା ଉଠାଇ…

ଭୁବନେଶ୍ୱର,୧୪ା୩: ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। ଏନେଇ ରାଜ୍ୟର ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…

ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି: ଜେଲ୍‌ରୁ ବାହାରିବେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୧୪।୩: ଲଦାଖରେ ହିଂସା ଘଟଣାରେ ଗିରଫ ହୋଇଥିବା ସାମାଜିକ କର୍ମୀ ତଥା ଇଞ୍ଜିନିୟର ସୋନମ ୱାଙ୍ଗଚୁକଙ୍କୁ ଜେଲ୍‌ରୁ ମୁକ୍ତି ଦେବାକୁ ମୋଦି ସରକାର ନିଷ୍ପତ୍ତି ନେଇଛନ୍ତି। ସରକାର…

LPG ସଙ୍କଟକୁ ନେଇ ମୋଦିଙ୍କ ବଡ଼ ବୟାନ, ମିଳିବ…

ନୂଆଦିଲ୍ଲୀ,୧୪।୧: ଆସାମର ସିଲଚରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ବିଶ୍ୱ ଉତ୍ତେଜନା ଏବଂ ଯୁଦ୍ଧ ଭଳି…

ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ, ଲୋକ ଅଦାଲତ ନାଁରେ କରୁଥିଲେ…

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର): ଜାତୀୟ ଲୋକ ଅଦାଲତରେ ବିଭିନ୍ନ ସମସ୍ୟାର ସମାଧାନ କରିଦେବାକୁ କହି ଶତାଧିକ ଲୋକଙ୍କୁ ଠକିବା ଅଭିଯୋଗରେ ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଜନସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri