କୋଭିଡ୍‌ ମୃତକଙ୍କ ପରିବାର ପାଇଁ ଖୁସି ଖବର

ଝାରସୁଗୁଡ଼ା ଅଫିସ,୧୧ା୧୦: ଝାରସୁଗୁଡ଼ା ଜିଲାରେ କୋଭିଡ୍‌ରେ ଦୁଇ କରୋନା ଯୋଦ୍ଧା ଖବରଦାତା ଅମଜଦ୍‌ ବାଦଶାହା ଓ ଆଦିତ୍ୟ ସାହୁଙ୍କ ମୃତ୍ୟୁ ଘଟିଥିଲା। ସରକାରଙ୍କ ଘୋଷଣା ଅନୁଯାୟୀ ଉଭୟ ଖବରଦାତାଙ୍କ ପରିବାରକୁ ସହାୟତା ବାବଦରେ ୧୫ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଏହି ସହାୟତା ରାଶିକୁ ଜିଲାପାଳ ସରୋଜ କୁମାର ସାମଲ ସ୍ବର୍ଗତ ଖବରଦାତା ଅମଜଦ୍‌ଙ୍କ ସ୍ତ୍ରୀ ସୋଫିଆ ନାଜ୍‌ ଓ ଆଦିତ୍ୟଙ୍କ ସ୍ତ୍ରୀ ଜୟଶ୍ରୀ ସାହୁଙ୍କୁ  ପ୍ରଦାନ କରିଛନ୍ତି। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ଲଙ୍କେଶ୍ୱର ଅମାତ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଦାୟିତ୍ୱରେ ଥିବା ଯୋଗେନ୍ଦ୍ର ମାଝି, ଡେପୁଟି କଲେକ୍ଟର ଗୋବିନ୍ଦ ଡନସେନା ଓ ଖବରଦାତା ମେହବୁବ୍‌ ମାହତାବ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଯୁକ୍ତିମେଳାକୁ ଖଣି, ଶିଳ୍ପସଂସ୍ଥାର ଅଣଦେଖା

ଯାଜପୁର ଅଫିସ,୨୮।୧୨: ଜିଲା ପ୍ରଶାସନ ପକ୍ଷରୁ ଶିଳ୍ପ ସମୃଦ୍ଧ ଯାଜପୁର ଜିଲାରେ ପ୍ରାୟ ୪ ବର୍ଷ ପରେ ସୋମବାର ବରୁହାଁ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର...

ଚୈତ୍ର ଯାତ୍ରାକୁ ନେଇ ଝଲସୁଛି ତାରାତାରିଣୀ ମନ୍ଦିର: ଫଟୋ ଶେୟାର କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୧୦ା୩(ଡିଏନଏ)-ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହୋଇଯାଇଛି। ଏଥିପାଇଁ ସୋମବାର ରାତିରୁ ମନ୍ଦିରକୁ ଆଲୋକ ମାଳାରେ ସଜେଇ ଦିଆଯାଇଥିଲା। ଏହି ଭକ୍ତିମୟ ପରିବେଶର...

ଜଟଣୀ ମୁଣ୍ଡିଆସାହିରେ ବୋମାମାଡ଼: ପୋଲିସ ତଦନ୍ତ ଜାରି

ଜଟଣୀ,୧୮ା୧୦(ଡି.ଏନ୍‌.ଏ.): ଜଟଣୀ ଥାନା ଅଧୀନ ବାଲିଛକ ମୁଣ୍ଡିଆସାହିର ରବି ପ୍ରଧାନଙ୍କ ଘର ଉପରକୁ ରବିବାର ବୋମାମାଡ଼ ହୋଇଛି। ଏଥିରେ ଉକ୍ତ ସାହିର ନରେଶ ଦାସ ଆହତ...

ବେକାବୁ କରୋନା: କୋରାପୁଟ ଜିଲାରୁ ଆଉ ୬୯ ପଜିଟିଭ୍‌

କୋରାପୁଟ,୨୭।୯,(ସ୍ବ.ପ୍ର.): କୋରାପୁଟ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଉଥିବା ବେଳେ ଜିଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ମୁହାଁ ହୋଇଛି। ରବିବାର...

ଲକ୍‌ଡାଉନ୍‌ ମାନୁନାହାନ୍ତି, ଔଷଧ ଆଣିବା ବାହାନାରେ ବାହାରେ ବୁଲୁଛନ୍ତି ଲୋକେ

ବାଲିଗୁଡ଼ା,୨୮।୩(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବାକୁ ସାରାଦେଶ ଲକ୍‌ଡାଉନ୍‌ କରାଯାଇଛି। କେବଳ ଜରୁରୀ ସମୟରେ ଓ ଅତ୍ୟାବଶ୍ୟକ ସାମଗ୍ରୀ ଆଣିବା ପାଇଁ ଲୋକମାନେ ବାହାରକୁ ଯିବା ପାଇଁ...

ପୋଲରେ ଖାଲ: ଯାତାୟାତ ଠପ୍‌

କେନ୍ଦୁଝର,୧୭।୯(ସ୍ବ.ପ୍ର.): ମୁମ୍ବାଇ-କୋଲକାତା ଏନ୍‌ଏଚ୍‌ ୪୯ ସ୍ଥାନୀୟ ଶଙ୍କରପୁର ନିକଟ ଅରଡେଇ ନଦୀ ଉପରେ ଥିବା ପୁରୁଣା ପୋଲରେ ଖାଲ ସୃଷ୍ଟି ହୋଇଛି। ଏ ନେଇ ଯାତାୟାତ...

ଅବ୍ୟବସ୍ଥାରେ ବାନ୍ଧଗଡ଼ା ଅଙ୍ଗନଓ୍ବାଡି କେନ୍ଦ୍ର

ଖୁଣ୍ଟା,୫ା୯(ଡି.ଏନ୍‌.ଏ.)-ଭିତ୍ତିଭୂମିର ଅଭାବ ଓ ନିମ୍ନମାନର ନିର୍ମାଣ କାର୍ଯ୍ୟ ଯୋଗୁ ଖୁଣ୍ଟା ବ୍ଲକ ଅଧୀନ ବାହାନଡା ପଞ୍ଚାୟତର ବାନ୍ଧଗଡା ଅଙ୍ଗନଓ୍ବାଡ଼ି କେନ୍ଦ୍ର ଅବ୍ୟବସ୍ଥାରେ ଚାଲିଛି । ୨୦୦୦...

ଯୁବକଙ୍କ ସହ ବଟି ମୂଲଚାଲର ଭିଡିଓ ଭାଇରାଲ: ରାତାରାତି ବଦଳିଲେ ବଡ଼ସାହି ଥାନା ଅଧିକାରୀ

ବାରିପଦା ଅଫିସ/ବଡ଼ସାହି,୧୨ା୧୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧିକାରୀ ବିଶ୍ୱଜ କୁମାର ରାଉତରାୟଙ୍କୁ ସୋମବାର ରାତିରେ ବଦଳି କରାଯାଇଛି। ତାଙ୍କୁ ଜିଲା ପୋଲିସ ମୁଖ୍ୟାଳୟରେ ଅବସ୍ଥାପିତ...

Advertisement
Archives

Model This Week