Odisha Elections 2024
Posted inଖେଳ

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସିଖବର

ନୂଆଦିଲ୍ଲୀ,୭।୫: ଭାରତୀୟ କ୍ରିକେଟ ଦଳର କିଛି ଖେଳାଳି ଟି-୨୦ ବିଶ୍ୱକପ ଘୋଷଣା ପରେ ଫ୍ଲପ ହୋଇଥିବାର ନଜର ଆସିଥିଲେ। କିନ୍ତୁ ବର୍ତ୍ତମାନ ଦଳ ପାଇଁ ଏକ ଖୁସି ଖବର ଆସିଛି। ଦଳର ଅନେକ ଖେଳାଳି ପୁନର୍ବାର ନିଜର ଫର୍ମ ଫେରି ପାଇଛନ୍ତି। ବର୍ତ୍ତମାନ ଏହି ତାଲିକାରେ ମୁମ୍ବାଇ ଇଣ୍ଡିଆନ୍ସର ସୂର୍ଯ୍ୟକୁମାର ଯାଦବଙ୍କ ନାମ ମଧ୍ୟ ଯୋଡା ଯାଇଛି। ସୂର୍ଯ୍ୟକୁମାର ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ ୨୦୨୪ର ୫୫ତମ ମ୍ୟାଚରେ ଶତକୀୟ ଇନିଂସ ଖେଳି ସୂର୍ଯ୍ୟଙ୍କୁ ଦଳକୁ ଆଗେଇ ନେଇଥିଲେ।
ଟାର୍ଗେଟକୁ ପିଛା କରି ସୂର୍ଯ୍ୟକୁମାର ୧୨ ଚୌକା ଓ ୬ ଛକା ସହାୟତାରେ ୫୧ ବଲରେ ୧୦୨ ରନ୍‌ରେ ଅପରାଜିତ ରହିଥିଲେ। ଏହା ଚଳିତ ସିଜିନ୍‌ରେ ମୁମ୍ବାଇର ଚତୁର୍ଥ ବିଜୟ ଥିଲା ଏହି ବିଜୟ ସହିତ ସୁର୍ଯ୍ୟଙ୍କ ପ୍ରତ୍ୟାବର୍ତ୍ତନ ମୁମ୍ବାଇ ତଥା ଟିମ ଇଣ୍ଡିଆ ପାଇଁ ମଧ୍ୟ ବହୁତ ଲାଭଦାୟକ ହେବ। ଆଇପିଏଲ ପରେ ତୁରନ୍ତ ଜୁନ ୧ଠାରୁ ଟି-୨୦ ବିଶ୍ୱକପ ଖେଳାଯିବ।
ବିଶ୍ୱକପ ପାଇଁ ଟିମ ଇଣ୍ଡିଆରେ ମନୋନୀତ ହୋଇଥିବା ସୂର୍ଯ୍ୟକୁମାର ଯାଦବଙ୍କ ପୂର୍ବରୁ ବିରାଟ କୋହଲି, ଯଶସ୍ବୀ ଜୟସ୍ବାଲ ଏବଂ ଅଧିନାୟକ ରୋହିତ ଶର୍ମା ଶତକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବେଙ୍ଗାଲୁରୁକୁ ଜିତାଇଲା ଧୋନୀଙ୍କ ଛକା, ଦୀନେଶ କାର୍ତ୍ତିକ କଲେ ବଡ଼ ଖୁଲାସା

ବେଙ୍ଗାଲୁରୁ,୧୯।୫: ଶନିବାର ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ବିଜୟ ହାସଲ କରି...

ପ୍ଲେ ଅଫ୍‌ରେ ଆରସିବି

ବେଙ୍ଗାଲୁରୁ,୧୮ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚକୁ ୨୭ ରନ୍‌ରେ ଜିତି ନାଟକୀୟ ଢଙ୍ଗରେ ପ୍ଲେ ଅଫ୍‌ରେ ପ୍ରବେଶ କରିଛି ରୟାଲ...

ପ୍ରଶଂସକଙ୍କୁ ଗୋଟିଏ ଖୁସି କେବେବି ଦେଇ ପାରିବେନି କୋହଲି, ଆଇପିଏଲରେ ଗୋଟିଏ କାମ କରିବାକୁ ଡରୁଛନ୍ତି…

ନୂଆଦିଲ୍ଲୀ,୧୮।୫: ବିରାଟ କୋହଲି ବର୍ତ୍ତମାନ ସମୟର ଜଣେ ମହାନ ବ୍ୟାଟ୍ସମ୍ୟାନ। ଏହି ସମୟରେ ସେ ମଧ୍ୟ ବହୁତ ଭଲ ଫର୍ମରେ ଅଛନ୍ତି। ତାଙ୍କ ବ୍ୟାଟ ଆଇପିଏଲ...

ମନ କଥା ଖୋଲିକି କହିଦେଲେ କୋହଲି: କରିବାକୁ ଚାହୁଁନ୍ତି ଏହି କାମ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ୨୦୨୪ର ୬୮ତମ ମ୍ୟାଚ ଆରସିବି ଏବଂ ସିଏସ୍‌କେ ମଧ୍ୟରେ ଆଜି ଖେଳାଯିବ। ଏହି ମ୍ୟାଚ ଉଭୟ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ। ଚେନ୍ନାଇ ସୁପର...

କ୍ୟାମେରାମ୍ୟାନ୍‌ଙ୍କୁ ହାତଯୋଡି ଏମିତି ଗୁହାରି କଲେ ରୋହିତ ଶର୍ମା

ମୁମ୍ବାଇ,୧୮।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ଖେଳ ଅପେକ୍ଷା ଦଳ ପରିଚାଳନା ପାଇଁ ଅଧିକ ଚର୍ଚ୍ଚାରେ ରହିଥିଲା। ବିଶେଷ ଭାବେ ଦଳର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ...

୩ ବଲ୍‌ରେ ୩ ଉଇକେଟ୍‌ ଗଲା, କିନ୍ତୁ ଘୋଷଣା ହେଲାନି ହ୍ୟାଟ୍ରିକ୍‌: ଜାଣନ୍ତୁ କାହିଁକି

ମୁମ୍ବାଇ,୧୮।୫: ମୁମ୍ବାଇର ୱାଙ୍ଖେଡେଠାରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଆଇପିଏଲର ୬୭ ତମ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚର କୌଣସି ବିଶେଷ...

ଏଥର ଟି-୨୦ ବିଶ୍ୱକପ୍‌ କିଏ ହେବ ଚାମ୍ପିୟନ୍‌: ଜୟ ଶାହା କଲେ ଖୁଲାସା

ନୂଆଦିଲ୍ଲୀ,୧୮।୫: ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଟି-୨୦ ବିଶ୍ୱକପ ପାଇଁ ପ୍ରସ୍ତୁତ। ଏହି ଟୁର୍ନାମେଣ୍ଟ ଜୁନ ୨ରୁ ଆରମ୍ଭ ହେଉଛି। ଏଥି ସହିତ ରୋହିତ ଶର୍ମାଙ୍କ ନେତୃତ୍ୱରେ...

ଉଇକେଟ୍‌ ନ ମିଳିବାକୁ ରାଗିଗଲେ ଅର୍ଜୁନ ତେନ୍ଦୁଲକର: କଲେ ଏମିତି କାମ…

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ୍ସ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷ ମ୍ୟାଚରେ ଖେଳିବାର ସୁଯୋଗ ଦେଇଥିଲା। ଫଳରେ ଅର୍ଜୁନ ଆଇପିଏଲ ୨୦୨୪ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri