Posted inଖେଳ

ତୃତୀୟ ଟେଷ୍ଟ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସି ଖବର

ସିଡନୀ, ୪।୧୨: ଆୟୋଜକ ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ଚାରୋଟି ଟେଷ୍ଟ ମ୍ୟାଚର ସିରିଜ ୧-୧ରେ ବରାବର ହୋଇଛି। ଉଭୟ ଦଳ ମଧ୍ୟରେ ତୃତୀୟ ମ୍ୟାଚ ଜାନୁଆରୀ ୭ରୁ ସିଡନୀରେ ଖେଳାଯିବ। ଏଥିପାଇଁ ଟିମ ଇଣ୍ଡିଆ ସୋମବାର ଏକ ଚାର୍ଟାର୍ଡ ବିମାନରେ ମେଲବୋର୍ନରୁ ସିଡନୀ ଅଭିମୁଖେ ଯାତ୍ରା କରିବ ଏବଂ ସେଠାରେ ଦୁଇ ଦିନ ଅଭ୍ୟାସ କରିବ। ଏହାପୂର୍ବରୁ ଦଳ ମେଲବୋର୍ନରେ ଅଭ୍ୟାସ କରିଥିଲା। ସିଡନୀ ଯିବା ପୂର୍ବରୁ ଟିମ ଇଣ୍ଡିଆର କରୋନା ପରୀକ୍ଷା କରାଯାଇଥିଲା ଏବଂ ସମସ୍ତ ଭାରତୀୟ ଖେଳାଳିଙ୍କ କରୋନା ରିପୋର୍ଟ ନେଗେଟିଭ୍‌ ଆସିଛି। ଭାରତୀୟ ଦଳ ସହିତ ରୋହିତ ଶର୍ମା, ପୃଥ୍ବୀ ଶ’, ଶୁଭମନ ଗିଲ, ନବଦୀପ ସଇନି ଏବଂ ରିଷଭ ପନ୍ତ ମଧ୍ୟ ଯୋଗଦେବେ, କିନ୍ତୁ ସେମାନେ ସାମାଜିକ ଦୂରତା ଅନୁସରଣ କରିବେ। କ୍ରିକେଟ ଅଷ୍ଟ୍ରେଲିଆ ଏହି ଖେଳାଳିଙ୍କ ବିରୋଧରେ ବାୟୋ-ବବଲ ଉଲ୍ଲଂଘନ କରୁଥିବା ଅଭିଯୋଗ ହୋଇଛି। ଏହି ଖେଳାଳିମାନେ ମେଲବୋର୍ନର ଏକ ରେଷ୍ଟୁରାଣ୍ଟରେ ରାତ୍ରୀ ଭୋଜନ କରିବାକୁ ଯାଇଥିଲେ, ଯେଉଁଠାରେ ସେମାନେ ବାୟୋ-ବବୁଲ ପ୍ରୋଟୋକଲ ଭାଙ୍ଗିଥିବାର ଅଭିଯୋଗ ହୋଇଥିଲା। ତେବେ ବିସିସିଆଇ ଏହାକୁ ସମ୍ପୂର୍ଣ୍ଣ ଭାବେ ଅସ୍ବୀକାର କରିଛି। ତେବେ କ୍ରିକେଟ ଅଷ୍ଟ୍ରେଲିଆ ଏହି ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛି ଏବଂ ଏହି ଖେଳାଳିଙ୍କୁ ଦଳର ଖେଳାଳିଙ୍କଠାରୁ ଅଲଗା ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଷ୍ଟିଭ୍‌ ଓ୍ବ ମ୍ୟାନେଜରଙ୍କ ବଦାନ୍ୟତା

ମୁମ୍ବାଇ, ୧୮।୬ (ପି.ଟି.)-ଏକ ମହତ ଉଦ୍ଦେଶ୍ୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଷ୍ଟିଭ୍‌ ଓ୍ବଙ୍କ ମ୍ୟାନେଜର ହର୍ଲେ ମେଡ୍‌କାଫ୍‌ ଭାରତର ଶାରୀରିକ ଅନଗ୍ରସର କ୍ରିକେଟରଙ୍କୁ ୧.୫...

ଜୟପୁରରେ ପହଞ୍ଚିଲା ନ୍ୟୁଜିଲାଣ୍ଡ ଦଳ

ଜୟପୁର,୧୬।୧୧: ଟି୨୦ ବିଶ୍ୱକପ୍‌ ଫାଇନାଲରେ ପରାସ୍ତ ହୋଇଥିବା ନ୍ୟୁଜିଲାଣ୍ଡ ସୋମବାର ଜୟପୁରରେ ପହଞ୍ଚିଛି। ଏଠାରେ ବୁଧବାରଠାରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ...

‘ମ୍ୟାଚ୍‌ ପ୍ରାକ୍ଟିସର ଅଭାବ ରୋହିତ, କୋହଲିଙ୍କୁ ବାଧିପାରେ’

ମୁମ୍ବାଇ,୬।୬ : ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ପୂର୍ବରୁ ମ୍ୟାଚ୍‌ ପ୍ରାକ୍ଟିସର ଅଭାବ ପାଇଁ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଚିନ୍ତିତ ନୁହନ୍ତି।...

ଏଆଇଏଫ୍‌ଏଫ୍‌-ସାଇକୁ କୋଚ୍‌ଙ୍କ ପ୍ରଶଂସା

ନୂଆଦିଲ୍ଲୀ, ୪।୫: ଅଲ୍‌ଇଣ୍ଡିଆ ଫୁଟବଲ ଫେଡେରେଶନ(ଏଆଇଏଫ୍‌ଏଫ୍‌) ଏବଂ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) ପକ୍ଷରୁ ମିଳିତଭାବେ ଆୟୋଜିତ ଅନ୍‌ଲାଇନ୍‌ କୋଚିଂ ରିଫ୍ରେଶର କୋର୍ସ ବେଶ୍‌ ଉପାଦେୟ...

ଭାରତୀୟ ଦଳ ପାଇଁ ଖୁସି ଖବର, ଅଷ୍ଟ୍ରେଲିଆ ଯିବେ ଏହି ଖେଳାଳି

ନୂଆଦିଲ୍ଲୀ,୯।୧୧: ଭାରତୀୟ କ୍ରିକେଟ ଦଳର ଓପନର୍‌ ରୋହିତ ଶର୍ମା ଅଷ୍ଟ୍ରେଲିଆ ଗସ୍ତରେ ଯିବେ। ଯଦିଓ ସେ ଦଳରେ ଚୟନ ହୋଇନାହାନ୍ତି କିନ୍ତୁ ସେ ଟେଷ୍ଟ ସିରିଜ...

୧୦ ହଜାର ଛୁଇଁଲେ କୋହଲି

ପୁଣେ,୨୬।୩: ଭାରତୀୟ ଅଧିନାୟକ ବିରାଟ କୋହଲି ଶୁକ୍ରବାର ହାସଲ କରିଛନ୍ତି ଆଉ ଏକ ସ୍ବତନ୍ତ୍ର ମାଇଲଷ୍ଟୋନ। ଦିନିକିଆରେ ୩ୟ ପୋଜିଶନରେ ବ୍ୟାଟିଂ କରି ୧୦ ହଜାର...

ଟୋକିଓ ଅଲିମ୍ପିକ୍ସ ପାଇଁ ୨୦୨୧ଅନ୍ତିମ ବିକଳ୍ପ

ଟୋକିଓ, ୨୨।୫-କରୋନା ଭାଇରସ ସଂକ୍ରମଣଜନିତ ପ୍ରଭାବରୁ ଟୋକିଓ ଅଲିମ୍ପିକ୍ସ ୨୦୨୧କୁ ଘୁଞ୍ଚତ୍ଛି। ମାତ୍ର ଆସନ୍ତାବର୍ଷ ଯଦି ଏହା ସମ୍ଭବ ନ ହୁଏ ତେବେ ବାତିଲ ହେବ...

ଅର୍ଜୁନ ପୁରସ୍କାର ପାଇଁ ବୀରେନ୍ଦ୍ରଙ୍କ ନାମ ସୁପାରିସ

ଭୁବନେଶ୍ୱର, ୫।୬(କ୍ରୀଡ଼ା ପ୍ରତିନିଧି)- ଆଥଲେଟ୍‌ ଦୂତୀ ଚାନ୍ଦଙ୍କ ସହିତ ଅନ୍ତର୍ଜାତୀୟ ହକି ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କ ନାମ ରାଜ୍ୟ କ୍ରୀଡ଼ା ବିଭାଗ ପକ୍ଷରୁ ଅର୍ଜୁନ ପୁରସ୍କାର...

Advertisement
Archives

Model This Week