Posted inଖେଳ

ଭାରତୀୟ ଦଳ ପାଇଁ ଆସିଲା ଖୁସି ଖବର

କଲମ୍ବୋ,୨୮।୭: ଶ୍ରୀଲଙ୍କା ଗସ୍ତରେ ଯାଇଥିବା ଭାରତୀୟ ଦଳକୁ ଏକ ଖୁସି ଖବର ମିଳିଛି। ଦଳର ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା କରୋନା ଆକ୍ରାନ୍ତ ହେବା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଦଳର ୮ ଖେଳାଳିଙ୍କ କରୋନା ରିପୋର୍ଟ ନେଗେଟିଭ୍‌ ଆସିଛି। ସୂଚନାଯୋଗ୍ୟ, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି-୨୦ ପୂର୍ବରୁ କ୍ରୁନାଲ ପାଣ୍ଡ୍ୟା କରୋନା ଆକ୍ରାନ୍ତ ହୋଇଥିଲେ ଫଳରେ ମ୍ୟାଚ୍‌କୁ ସ୍ଥଗିତ ରଖାଯାଇଥିଲା। ଶ୍ରୀଲଙ୍କାର ସ୍ବାସ୍ଥ୍ୟ ସୁରକ୍ଷା ପ୍ରୋଟୋକଲ ଅନୁଯାୟୀ କ୍ରୁନାଲ ଜୁଲାଇ ୩୦ରେ ବାକି ଭାରତୀୟ ଦଳ ସହିତ ଘରକୁ ଫେରି ପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଜିଲାର ବଡ଼ ପରିବର୍ତ୍ତନ ଆଣିବ: ମନ୍ତ୍ରୀ

ମାଲକାନଗିରି,୫ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ ଜିଲା ପାଇଁ ମୋଟ…

ରାଜ୍ୟସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ: ଛାତ୍ରୀଛାତ୍ରଙ୍କ ଶୃଙ୍ଖଳା ଓ ପ୍ରତିଭା ବିକାଶକୁ ଗୁରୁତ୍ୱ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ରାଜ୍ୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ମଙ୍ଗଳବାରଠାରୁ ୧୦ ଦିନବ୍ୟାପୀ…

ବ୍ୟାଙ୍କରେ ୨୧୩ କୋଟି ୧୯ ଲକ୍ଷର ସେୟାର, ବିଜୟ ଥାଲାପଥିଙ୍କ ସମ୍ପତ୍ତି ଜାଣିଲେ କାବା ହୋଇଯିବେ…

ନୂଆଦିଲ୍‌ଲୀ,୫।୫: ୨୦୨୬ ତାମିଲନାଡୁ ବିଧାନସଭା ନିର୍ୱାଚନରେ ଟିଭିକେ ଏକକ ବୃହତ୍ତମ ଦଳ ଭାବରେ ଉଭା ହେବା ସହିତ, ସମସ୍ତଙ୍କ ନଜର ଏହାର ପ୍ରତିଷ୍ଠାତା ଏବଂ ମୁଖ୍ୟ ସି.…

ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବ୍ଲକ ଅଧ୍ୟକ୍ଷାଙ୍କୁ ଭେଟିଲେ ଗ୍ରାମବାସୀ: ଦେଲେ ଦାବିପତ୍ର

ଅମରପାଲି,୫।୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ଗ୍ରାମ ପଞ୍ଚାୟତର ଭୁତିଆପାଲି ଗ୍ରାମବାସୀ ଗ୍ରାମର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷାଙ୍କୁ…

କଲ୍ୟାଣସିଂହପୁର ଲ୍ୟାମ୍ପ୍‌ସରେ ଦୁର୍ନୀତି ଅଭିଯୋଗ: ପରିଚାଳନା ନିର୍ଦ୍ଦେଶକଙ୍କୁ ଦାୟିତ୍ୱରୁ ହଟାଗଲା

ଗୁଣପୁର,୫।୫( ସୁଜାତା ପାଢ଼ୀ/ସଂକେତ ପାତ୍ର): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଲ୍ୟାମ୍ପ୍‌ସରେ ଆର୍ଥିକ ଅନିୟମିତତା ଅଭିଯୋଗ ଆସିଛି। ଚାଷୀମାନଙ୍କ ଜମା ଟଙ୍କା ଲ୍ୟାମ୍ପ୍‌ସ ପରିଚାଳନା ନିର୍ଦ୍ଦେଶକ ତାରିଣୀ ପ୍ରସାଦ…

ହାରିବା ପରେ ମମତାଙ୍କ ପ୍ରଥମ ପ୍ରେସ୍‌ କନଫରେନ୍ସ: କହିଲେ ପିଏମ୍‌ ମୋଦି-ଶାହା ମିଶି ଆମକୁ…

କୋଲକାତା,୫।୫: ପଶ୍ଚିମବଙ୍ଗରେ ହାରିବା ପରେ ମମତା ବାନାର୍ଜୀ ପ୍ରେସ୍‌ କନଫରେନ୍ସ ଜରିଆରେ ଭାଜପା ଉପରେ ବର୍ଷିଛନ୍ତି। ମମତା କହିଛନ୍ତି, ଆମର କର୍ମୀମାନଙ୍କୁ ନିର୍ଯାତନା ଦିଆଯାଇଛି। ଏହି ହେରଫେର…

ବଙ୍ଗଳାରେ ଭାଜପାର ପ୍ରଚଣ୍ଡ ବିଜୟ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା: କହିଲେ ଓଡ଼ିଶାରେ …

ଭୁବନେଶ୍ୱର,୫।୫: ରାଜନୀତିରେ ବିଜୟ ଏବଂ ପରାଜୟ କେବଳ କ୍ଷମତା ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ; ଏହାର ପ୍ରଭାବ ସାଧାରଣ ଲୋକଙ୍କ ଉପରେ ପଡ଼େ। ପଶ୍ଚିମବଙ୍ଗରେ ଭାଜପାର ବିଜୟ…

ନିର୍ବାଚନ ଜିତିବାର ଖୁସି ମଧ୍ୟରେ ଥାଲାପଥି ବିଜୟଙ୍କୁ ବଡ଼ ଝଟକା: ଶୁଣିଲେ ପ୍ରଶଂସକ ବି ହେବେ ନିରାଶ

ନୂଆଦିଲ୍ଲୀ,୫।୫: ୪ ମେ’ ୨୦୨୬ ଥାଲାପଥି ବିଜୟଙ୍କ ଜୀବନରେ ସର୍ବଦା ଏକ ସ୍ମରଣୀୟ ତାରିଖ ହୋଇ ରହିବ, କାରଣ ଏହି ଦିନ ତାଙ୍କ ଦଳ ଟିଭିକେ ୧୦୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri