ଭଦ୍ରକବାସୀଙ୍କ ପାଇଁ ଖୁସି ଖବର: ଜିଲା ମୁଖ୍ୟ ଡାକ୍ତରଖାନାରେ ଆରମ୍ଭ ହେଲା ଟେଲିମେଡିଶିନ ସେବା

ଭଦ୍ରକ ଅଫିସ,୨୧।୭: ଭଦ୍ରକ ଜିଲାବାସୀଙ୍କୁ ଘରେ ବସି ସ୍ବାସ୍ଥ୍ୟ ସେବା ଯୋଗାଇବା ଓ ସଂକ୍ରମଣରୁ ଦୂରେଇ ରଖିବା ପାଇଁ ମଙ୍ଗଳବାର ଜିଲା ମୁଖ୍ୟ ଡାକ୍ତରଖାନାରେ ଟେଲିମେଡିଶିନ ସେବା ଶୁଭାରମ୍ଭ ହୋଇଛି। ଏ ନେଇ ଡାକ୍ତରଖାନା ପକ୍ଷରୁ ୨ ଟି ମୋବାଇଲ ନଂ. ୭୬୫୫୦୫୦୮୬୭ ଓ ୭୬୫୫୦୫୦୮୬୮ ଜାରି କରାଯାଇଛି। ଏହି ନମ୍ବର ମାଧ୍ୟମରେ ଲୋକମାନେ ଫୋନ୍‌କରି ସ୍ବାସ୍ଥ୍ୟବସ୍ଥା ଜଣାଇଲେ, ଔଷଧ ଓ ଆବଶ୍ୟକ ପରାମର୍ଶ ଦିଆଯିବ ବୋଲି କୁହାଯାଇଛି। ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହି ପଦକ୍ଷେପ ନିଆଯାଇଛି।
ସିଡିଏମଓ ଡ. ସନ୍ତୋଷ କୁମାର ପାତ୍ର କାର୍ଯ୍ୟକ୍ରମର ତଦାରଖ କରୁଛନ୍ତି। ଏହି ସେବା ପ୍ରତ୍ୟେକ ଦିନ ସକାଳ ୮ରୁ ସା ୫ଟା ପର୍ଯ୍ୟନ୍ତ ଚାଲିବ ବୋଲି କୁହାଯାଇଛି। ଏଥିପାଇଁ ଦୁଇ ଜଣ ଫାର୍ମାସିଷ୍ଟ ସହ ୭ ଜଣ ଡାକ୍ତର କାର୍ଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଝଡବର୍ଷାରେ କ୍ଷତିଗ୍ରସ୍ତଙ୍କୁ ମିଳିଲା ପଲିଥିନ

ବିନିକା, ୨୭ା୪(ଡି.ଏନ୍‌.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ଅଞ୍ଚଳରେ ଗତ ୫ଦିନ ହେଲା ଅଦିନିଆ ଝଡ ତୋଫାନ ସହ ବର୍ଷା ଲାଗି ରହିଛି। ଏଥିଯୋଗୁ ଧନଜୀବନ ବ୍ୟତିବ୍ୟସ୍ତ...

ଭାଣିଜୀ କାଠଫାଳିଆ ମାଡ଼ରେ ମାମୁଙ୍କ ମୃତ୍ୟୁ: ଭାଣିଜୀ ଗିରଫ

ବାଲେଶ୍ୱର ଅଫିସ,୨୦।୭: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅଧୀନ ସାହାଦା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଭାଣିଜୀ କାଠଫାଳିିଆ ମାଡ଼ରେ...

କେନ୍ଦୁଝରର ନୂତନ ଏସ୍‌ପି ଭାବେ କାର୍ଯ୍ୟରେ ଯୋଗଦେଲେ ମିତ୍ରଭାନୁ ମହାପାତ୍ର

କେନ୍ଦୁଝର,୨୫।୮(ସ୍ବ.ପ୍ର.): କେନ୍ଦୁଝରର ନୂତନ ଏସ୍‌ପି ଭାବରେ ମିତ୍ରଭାନୁ ମହାପାତ୍ର ରବିବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଡିଆଇଜି ଜୟନାରାୟଣ ପଙ୍କଜଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି...

କୋଭିଡ ହସ୍ପିଟାଲରେ ଗଞ୍ଜାମର ୧୪୩ କରୋନା ଆକ୍ରାନ୍ତ, ୫ ମୃତ

ଛତ୍ରପୁର,୧୨।୬(ଡି.ଏନ୍‌.ଏ.): କୋଭିଡ ହସ୍ପିଟାଲରେ ଗଞ୍ଜାମ ଜିଲାର ୧୪୩ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି। ଅପରପକ୍ଷରେ ଶୁକ୍ରବାର ଗଞ୍ଜାମରେ ଆଉ ୬ ଜଣ କରୋନା ପଜିଟିଭ ଚିହ୍ନଟ...

୨୦୨୪ ସୁଦ୍ଧା ଗ୍ରାମାଞ୍ଚଳକୁ ସ୍ବଚ୍ଛ ପାଣି

ଢେଙ୍କାନାଳ ଅଫିସ,୧୧ା୨ ଢେଙ୍କାନାଳ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନ ୫ଟାରେ ୧୮ତମ ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ...

ମେମୁ ଟ୍ରେନ୍‌ ବିଳମ୍ବ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଦାବିପତ୍ର

ଜଳେଶ୍ୱର, ୩ । ୧୧(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ୬୮୧୦୯ ନଂ. ଖଡ଼ଗପୁର-ଯାଜପୁର(କେଉଁଝର ରୋଡ଼) ମେମୁ ଲୋକାଲ ପାସେଞ୍ଜର ଟ୍ରେନ୍‌ର ପ୍ରତ୍ୟେକ ଦିନ ବିଳମ୍ବ ହେଉଥିବାରୁ ଯାତ୍ରୀମାନଙ୍କ ମଧ୍ୟରେ...

ବାରିପଦାରେ ହେବ କରୋନା ପରୀକ୍ଷା

ବାରିପଦା ଅଫିସ, ୨୪ା୪- ଆସନ୍ତା ୨୦ ଦିନ ଭିତରେ ବାରିପଦା ପିଆରଏମ୍‌ ମେଡ଼ିକାଲ୍‌ କଲେଜରେ କରୋନା ସ୍ବାବ୍‌ ପରୀକ୍ଷା କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ...

ନିଶା ଦେଇ ଛାତ୍ରଙ୍କୁ ଅପହରଣ ଉଦ୍ୟମ

ବ୍ରହ୍ମପୁର ଅଫିସ , ୨୮ା୭-ଟିଉସନରୁ ଘରକୁ ଫେରୁଥିବା ବେଳେ ଶନିବାର ରାତି ପ୍ରାୟ ୯ରେ ଜଣେ ଛାତ୍ରଙ୍କୁ ନିଶାଦେଇ ଅପହରଣ ଉଦ୍ୟମ କରାଯାଇଛି। ଛାତ୍ର ଜଣଙ୍କ...

Coronavirus Update


Archives

Model This Week

Why Dharitri