ରାଜ୍ୟ ପାଇଁ ଖୁସି ଖବର : ମିଳିବ ନିଯୁକ୍ତିର ମହା ସୁଯୋଗ, ଏସବୁ କ୍ଷେତ୍ରରେ ହେବ…

ଭୁବନେଶ୍ୱର,୧୩।୬: ରାଜ୍ୟରେ ୩୮୭୮.୮୬ କୋଟିର ପୁଞ୍ଜି ନିବେଶକୁ ମଞ୍ଜୁରୀ।୧୧ ଜିଲ୍ଲାରେ ୧୭ଟି ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ ପ୍ରଦାନ କରିଛନ୍ତି। ପ୍ଲାଷ୍ଟିକ, ଟେକ୍ସଟାଇଲ, ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜି ନିବେଶ କରାଯିବ। ଏହାଦ୍ବାରା ୧୦,୫୮୪ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ରାଜ୍ୟ ସରକାର ସୂଚନା ଦେଇଛନ୍ତି।