ଏସବୁ ଜିଲା ପାଇଁ ଖୁସି ଖବର: ୨୫ ହଜାର ୨ ଶହ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୧୯।୯: ରାଜ୍ୟରେ ୨୫ ନୂଆ ପ୍ରକଳ୍ପ ପାଇଁ ନିବେଶ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୪୭୩୯ କୋଟିର ପ୍ରକଳ୍ପକୁ ସିଙ୍ଗିଲ ୱିଣ୍ଡୋ କ୍ଲିଅରାନ୍ସ ଅଥରିଟିର ମଞ୍ଜୁରୀ ପ୍ରଦାନ କରାଯାଇଛି। ୯ଟି ଜିଲାରେ ନିବେଶ କରାଯିବ।୨୫ ହଜାର ୨ ଶହ ନିଯୁକ୍ତି ସୁଯୋଗ ରହିଛି। ଖୋର୍ଦ୍ଧା, ଯାଜପୁର, କଟକ, ସମ୍ବଲପୁର, ଝାରସୁଗୁଡ଼ାରେ ପ୍ରକଳ୍ପ ହେବ । ବୟନ, ଇସ୍ପାତ, ଆଇଟି, ପର୍ଯ୍ୟଟନ, ଶୀତଳ ଭଣ୍ଡାର ପାଇଁ ପୁଞ୍ଜି ବିନିଯୋଗ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅଳିଦାଗଦାରେ ପୂରିଛି ସିମନବାଡ଼ି, ଯାତାୟାତବେଳେ ନାକ ଟେକୁଛନ୍ତି ପର୍ଯ୍ୟଟକ, ମାସିକ ବୈଠକରେ…

ଦାରିଙ୍ଗବାଡ଼ି,୧୬ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନ୍ୟତମ ପର୍ଯ୍ୟଟକଙ୍କ ଯାତାୟାତ ସ୍ଥାନ ସିମନବାଡ଼ି ପଞ୍ଚାୟତ ଅଞ୍ଚଳ ଏବେ କୁଢ଼କୁଢ଼ ଅଳିଆ ଗଦାରେ ପୁତ୍ତିମୟ ଗନ୍ଧରେ ନାକ…

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

ଡିଜିପି ଚୟନ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର, ୧୬।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ବିଚାରପତି ଜୟମାଲ୍ୟ ବାଗ୍‌ଚୀ ଏବଂ ଭି.ମୋହନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?