ଏହି ଛାତ୍ରୀଛାତ୍ରଙ୍କ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀ କହିଲେ ଡିସେମ୍ବର ୩୧ରେ ମିଳିବ…

ଭୁବନେଶ୍ୱର,୧୧।୧୨: ଡିସେମ୍ବର ୩୧ରେ ମିଳିବ । ଏସ୍‌ସି,ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ଏହି ମାଧୋସିଂ ହାତ ଖର୍ଚ୍ଚ ମିଳିବ । ବରଗଡ଼ ଜିଲା ଘେଁସରେ ଶୁଭାରମ୍ଭ ହେବ କାର୍ଯ୍ୟକ୍ରମ।ରାଜ୍ୟସ୍ତରୀୟ ଭାରତୀୟ ଭାଷା ଉତ୍ସବରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି।

ଏହି ଯୋଜନାରେ ଉପକୃତ ହେବେ ୩ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ।  । ଏହି ଯୋଜନାରେ ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ମିଳିବ ୫ହଜାର ଟଙ୍କାର ଆର୍ଥିକ ସହାୟତା । ଏହି ଯୋଜନା ପାଇଁ ୧୫୬ କୋଟି ଟଙ୍କା ଅଧିକ ଖର୍ଚ୍ଚ ହେବ । ସରକାରଙ୍କ ଏପରି ଯୋଜନାରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଡ୍ରପଆଉଟରୋକାଯାଇପାରିବ ବୋଲି ଆଶା ବ୍ୟକ୍ତ କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

ବିିଶେଷ କରି ବିଚ୍ଛିନ୍ନାଞ୍ଚଳରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ଆର୍ଥିକ ସମସ୍ୟା ଭେଗୁଥିବାରୁ ସେମାନେ ଅର୍ଥାଭାବରୁ ଅଧାରୁ ପାଠ ପଢା ଛାଡିଦେଉଥିବା ଲକ୍ଷ୍ୟ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

Mettle Meet 2026: Live Updates: ଆଜି ଗ୍ରାଣ୍ଡ୍‌ ଫିନାଲେ

ଭୁବନେଶ୍ୱର,୯।୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ ମିଟ-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ ଠାରେ…

୩୦୦ ଫୁଟ ତଳକୁ ବିମାନ ଖସିବା ଘଟଣା: ପାଇଲଟ୍‌ଙ୍କର ହେଲା ଡ୍ରଗ୍ସ ପରୀକ୍ଷା, ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୯ା୮: ଏୟାର ଇଣ୍ଡିଆର ଏକ ବିମାନରେ ସମ୍ପ୍ରତି ଘଟିଥିବା ସମସ୍ୟା ପରେ ଏକ ନୂଆ ଟ୍ବିଷ୍ଟ୍‌ ଆସିଛି। ଅଗଷ୍ଟ ୪ରେ ଫୁକେତରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର…

ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

ଲମ୍ବା କେଶ ପାଇଁ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ

ନୂଆଦିଲ୍ଲୀ,୯।୮: ଭାରତର ଜଣେ ମହିଳା ନିଜର ଅତି ଲମ୍ବା କେଶ ପାଇଁ ଏକ ନୂତନ ଓ୍ବାଲର୍‌ଡ ରେକର୍ଡ ସୃଷ୍ଟି କରିଛନ୍ତି। ଉତ୍ତରାଖଣ୍ଡର ହଲଦଓ୍ବାନୀ ସହରର ରେଣୁ ଧାରିଓ୍ବାଲ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

କୂଳା ନାଳରେ ଭାସିଗଲେ ବୃଦ୍ଧ: ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ

ମହାକାଳପଡ଼ା, ୯।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଟିକରପଙ୍କା ପଞ୍ଚାୟତର ଟିକରପଙ୍କା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri