ଆମେରିକାରେ ଚାକିରି କରିବାର ସ୍ବପ୍ନ ଦେଖୁଥିବା ଲୋକଙ୍କ ପାଇଁ ଖୁସି ଖବର

ଓ୍ବାଶିଂଟନ,୨୨।୪: ଆମେରିକା ଯାଇ ସେଠାରେ ଚାକିରି କରିବାର ସ୍ବପ୍ନ ଦେଖୁଥିବା ଲୋକଙ୍କ ପାଇଁ ଖୁସି ଖବର। କାରଣ ଚଳିତ ବର୍ଷ ଭାରତୀୟଙ୍କୁ ୧୦ ଲକ୍ଷ ଭିଜା ଜାରି କରାଯାଇପାରେ। ଏମିତି କୁହାଯାଉଛି କି ଓ୍ବାର୍କ ଭିଜାକୁ ବି ପ୍ରାଥମିକତା ଦିଆଯିବ।

ଦକ୍ଷିଣ ଓ ମଧ୍ୟ ଏସିଆର ଆମେରିକା ସହାୟକ ବୈଦେଶିକ ମନ୍ତ୍ରୀ ଡୋନାଲ୍ଡ ଲୁ ନିକଟରେ ପିଟିଆଇକୁ ଏକ ଇଣ୍ଟରଭ୍ୟୁ ଦେଇଛନ୍ତି। ଏହି ସମୟରେ ସେ କହିଛନ୍ତି କି ଓ୍ବାର୍କ ଭିଜାକୁ ବି ପ୍ରାଥମିକତା ଦିଆଯାଉଛି। ଏଥିରେ ଏଚ-୧ବି ଓ ଏଲ ଭିଜା, ଯାହା ଭାରତର ଆଇଟି ପ୍ରଫେସନ ଥିବା ଲୋକଙ୍କର ସବୁଠାରୁ ଅଧିକ ଡିମାଣ୍ଡ କରାଯାଉଥିବା ଭିଜାରେ ସାମିଲ ଅଛି।
ଆମେରିକା ପକ୍ଷରୁ ପ୍ରତ୍ୟେକ ବର୍ଷ ପ୍ରାୟ ୮୫ ହଜାର ଏଚ-୧ବି ଭିଜା ଜାରି କରାଯାଉଛି। ଏଥିରୁ ପ୍ରାୟ ୨୦ ହଜାର ଭିଜା ଏମିତି ରହିଛି ଯାହା ଆମେରିକାର ୟୁନିଭର୍ସିଟିରେ ପାଠପଢିବା ପାଇଁ ଯାଉଥିବା ଷ୍ଟୁଡେଣ୍ଟଙ୍କୁ ଦିଆଯାଉଛି। ଏପଟେ ଭାରତୀୟଙ୍କ ଦ୍ୱାରା ଏଚ-୧ବି ଭିଜା ସବୁଠାରୁ ଅଧିକ ଡିମାଣ୍ଡ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଇରାନ ଯୁଦ୍ଧରେ ଫସିଗଲେ ଟ୍ରମ୍ପ, ହରାଇବେ ପଦ! ଇସ୍ତଫା ଦାବି କଲେ…

ଓ୍ବାଶିଂଟନ୍‌,୮।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ ୨୮ ତାରିଖରେ ଯେତେବେଳେ ଇସ୍ରାଏଲ ସହ ମିଶି ଇରାନ ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରିଥିଲେ, ସେତବେଳେ ସେ ଭେନେଜୁଏଲାରେ…

ଯୁଦ୍ଧ ବନ୍ଦ କରିବା ପରେ ପାକିସ୍ତାନର ପ୍ରଧାନମନ୍ତ୍ରୀଙ୍କ ବିସ୍ଫୋରକ ବୟାନ: ମୁଁ ଘୋଷଣା କରୁଛି ଯେ, ଆଗାମୀ ଦିନରେ…

ଇସଲାମାବାଦ,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଶେଷରେ ଆମେରିକା ଏବଂ ଇରାନ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା…

ଇରାନ-ଆମେରିକା ଯୁଦ୍ଧବିରତିରେ ଏହି ଦେଶର ବଲ୍ଲେବଲ୍ଲେ, ଆଦାୟ କରିବ ହର୍ମୁଜ ଉପରେ ଶୁଳ୍କ

ଓ୍ବାଶିଂଟନ୍‌,୮।୪: ପଶ୍ଚିମ ଏସିଆରେ ପାଞ୍ଚ ସପ୍ତାହରୁ ଅଧିକ ସମୟ ଧରି ଲାଗି ରହିଥିବା ଯୁଦ୍ଧର ନିଆଁ ଶେଷରେ ଥଣ୍ଡା ପଡ଼ିଛି। ଆମେରିକା ଏବଂ ଇରାନ ଦୁଇ ସପ୍ତାହ…

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri