Posted inଜାତୀୟ

ଟ୍ରେନ୍‌ ଯାତ୍ରୀଙ୍କ ପାଇଁ ଖୁସିଖବର: ଏଣିକି ଟିକେଟ୍‌ ବୁକ୍‌ ପରେ ବଦଳାଇପାରିବେ ତାରିଖ, ଜାଣନ୍ତୁ କେବେ ହେବ ଲାଗୁ

ନୂଆଦିଲ୍ଲୀ,୮ା୧୦:ଯାତ୍ରା ଯୋଜନାରେ ଅନେକ ସମୟରେ ଅବାଞ୍ଛିତ ପରିବର୍ତ୍ତନ ଯୋଗୁ ଯାତ୍ରୀମାନଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଏ ବାବଦରେ ଯାତ୍ରୀ ଆର୍ଥତ୍କ କ୍ଷତି ସହିଥାନ୍ତି। ତେବେ ରେଲଓ୍ବେ ଆଣିଥିବା ନୂଆ ନିୟମରେ ଟିକେଟ ବୁକ୍‌ କରିଥିବା ଯାତ୍ରୀ ଯାତ୍ରା ତାରିଖ ବଦଳାଇବା ପାଇଁ ସୁଯୋଗ ପାଇବେ। ଏହା ସହଜ ହେବା ସହ ଯାତ୍ରୀ ଆର୍ଥିକ କ୍ଷତିର ସମ୍ମୁଖୀନ ହେବେ ନାହିଁ। ଆସନ୍ତା ଜାନୁଆରୀରୁ ଏହି ନିୟମ କାର୍ଯ୍ୟକାରୀ ହେବାକୁ ଯାଉଛି ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତିି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା…

ଶେଷରେ ନରମ ପଡ଼ିଲେ ଟ୍ରମ୍ପ: କହିଲେ, ମୁଁ ଆଉ ଚାହୁଁନାହିଁ…

ଓ୍ବାଶିଂଟନ୍‌,୧୯।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଟେନ୍‌ସନ୍‌ରେ ଅଛନ୍ତି। ସେ ଇରାନକୁ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ତେହରାନ କତାରର ତରଳ ପ୍ରାକୃତିକ ଗ୍ୟାସ…

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri