ଆଦିବାସୀଙ୍କ ପାଇଁ ଖୁସି ଖବର, ମୋହନ ସରକାର ନେଇଛନ୍ତି ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୨ା୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ରାଜ୍ୟପାଳ ରଘୁବର ଦାସ ଅଧିବେଶନ ଆରମ୍ଭରେ ଅଭିଭାଷଣ ରଖିଛନ୍ତି। ଓଡ଼ିଶାକୁ ପୂର୍ବ ଭାରତର ଶକ୍ତିଶାଳି ରାଜ୍ୟ କରାଯିବ ବୋଲି ରାଜ୍ୟପାଳ କହିଛନ୍ତି। ଏହି ଅବସରରେ ରାଜ୍ୟପାଳ କହିଛନ୍ତି, ରାଜ୍ୟରେ ଆଦିବାସୀ ଭାଷା ସଂରକ୍ଷଣ ନେଇ କାର୍ଯ୍ୟ କରାଯିବ। ଆଦିବାସୀ ଛାତ୍ରଙ୍କୁ ଅଧିକ ଆକୃଷ୍ଟ କରିବା ପାଇଁ ଲାଇବ୍ରେରୀ ଅନ୍‌ ହ୍ବିଲ୍‌ସର ଆରମ୍ଭ କରାଯିବ। ଏପରିକି ବନଜାତ ଦ୍ରବ୍ୟର ବିକ୍ରୟ ପାଇଁ ଆଦିବାସୀ ପଞ୍ଚାୟତରେ ହାଟଗୁଡ଼ିକର ଉନ୍ନତିକରଣ ହେବ।

ଏପରିକି ରାଜ୍ୟରେ ଯୁବବର୍ଗଙ୍କୁ ନିଯୁକ୍ତି ସହିତ କୃଷି, ସ୍ବାସ୍ଥ୍ୟ ଆଦି ବିଭିନ୍ନ କ୍ଷେତ୍ରକୁ ଗୁରୁତ୍ୱ ଦେବାକୁ ରାଜ୍ୟପାଳ ଅଭିଭାଷଣରେ କହିଛନ୍ତି। ଆସନ୍ତା ୨୦୨୯ ସୁଦ୍ଧା ରାଜ୍ୟରେ ୩.୫ ଲକ୍ଷରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯିବ ଏହି କ୍ରମରେ ସାରା ରାଜ୍ୟରେ ୩ ହଜାର ନୂଆ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ। ନିରପେକ୍ଷ ଓ ସ୍ବଚ୍ଛ ଭାବରେ ୧.୫ ଲକ୍ଷ ସରକାରୀ ନିଯୁକ୍ତି ସୁନିଶ୍ଚିତ ହେବ ଆସନ୍ତା ୨ ବର୍ଷ ମଧ୍ୟରେ ୬୫ ହଜାର ସରକାରୀ ପଦବୀ ପୂରଣ ହେବ ବୋଲି ରାଜ୍ୟପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଇଭି-ଇଥାନଲ୍ ଚାଳିତ ଗାଡ଼ିକୁ…

ଭୁବନେଶ୍ୱର,୨୦।୮: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି…

ସ୍ବାସ୍ଥ୍ୟକେନ୍ଦ୍ରର ପାଚେରୀ ନିର୍ମାଣ କାର୍ଯ୍ୟରେ ଅନିୟମିତତା

କର୍ଲାମୁଣ୍ଡା;୨୦।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ କୋଟି ଅର୍ଥ…

କଂଗ୍ରେସ ଉପରେ ବର୍ଷିଲେ ଧର୍ମେନ୍ଦ୍ର, ତୁଷ୍ଟୀକରଣ ରାଜନୀତିକୁ ନେଇ….

ନୂଆଦିଲ୍ଲୀ,୨୦ା୮: କଂଗ୍ରେସ ମୁଖ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ‘ବନ୍ଦେ ମାତରମ୍’ ଗାନକୁ ନେଇ ଦେଖାଦେଇଥିବା ବିବାଦ ଏବେ ତୀବ୍ର ହୋଇଛି । ଏହାକୁ ନେଇ କଂଗ୍ରେସକୁ…

ଗୋଟିଏ ମାସରେ ୪ ଲଘୁଚାପ, ପୁଣି ଦାନା ବାନ୍ଧିଲାଣି, କାଲିଠୁ ପ୍ରବଳ ବର୍ଷା !

ଭୁବନେଶ୍ୱର,୨୦।୮: ପାଣିପାଗକୁ ନେଇ ବଡ଼ ଖବର । ଅଗଷ୍ଟ ମାସରେ ଗଲାଣି ତିନି ତିନିଟି ଲଘୁଚାପ । ତେବେ ପୁଣି ଆସୁଛି ଲଘୁଚାପ । ଏ ନେଇ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri