ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜନ୍ମ ପରେ ହାତୀ ଛୁଆକୁ ମା’ହାତୀଙ୍କ ସମେତ ଅନ୍ୟ ହାତୀମାନେ ଘେରି ରଖିଛନ୍ତି।

ଅନ୍ୟପକ୍ଷେ ଛୁଆ ହାତୀ ଆସିବା ପରେ କେନ୍ଦୁଝର ଡିଭିଜନରେ ହାତୀ ସଂଖ୍ୟା ବଢ଼ି ୧୫୭ରେ ପହଞ୍ଚିଛି। ଶୁକ୍ରବାର ରାତିରେ ହାତୀ ଛୁଆ ଜନ୍ମ ହୋଇଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ…

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri