ଯୁବବର୍ଗଙ୍କ ପାଇଁ ଖୁସିଖବର: ନିଯୁକ୍ତି ପରେ ନିଯୁକ୍ତି, କଟକ ଚୌଦ୍ୱାରରେ ନୂତନ ଶିଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଚୌଦ୍ବାର,୧୭।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଚୌଦ୍ୱାରରେ ନୂତନ ଶିଳ୍ପର ଶିଳାନ୍ୟାସ କରିଛନ୍ତି । ୱେଲସ୍ପନ ଇଣ୍ଟିଗ୍ରେଟେଡ ଟେକ୍ସଟାଇଲ ପାର୍କ ନିର୍ମିତ ହେବ । ପ୍ରକଳ୍ପ ପାଇଁ ୩ ହଜାର କୋଟି ଟଙ୍କା ନିବେଶ ହେବ । ୧୦ ହଜାର ଲୋକଙ୍କୁ ମିଳିବ ପ୍ରତ୍ୟେକ୍ଷ ନିଯୁକ୍ତି ।
ଓଟିଏମର ୪୭୮ ଏକର ଜମିରେ ଆନୁମାନିକ ୩ହଜାର ୫୦କୋଟି ଟଙ୍କା ବ୍ୟୟରେ ଏକ ନୂଆ ଟେକ୍ସଟାଇଲ ଶିଳ୍ପ ପ୍ରତିଷ୍ଠା ହେବାକୁ ଥିବା ବେଳେ ୧୦ହଜାର ନିଯୁକ୍ତି ସୃଷ୍ଟି ନେଇ ମଧ୍ୟ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ରାଜ୍ୟ ସରକାର ଓଟିଏମର ମୋଟ ୫୨୨ ଏକର ଜମିକୁ ନିଜ ଅଧିନକୁ ନେଇ ସେଥିରୁ ଟେକ୍ସଟାଇଲ ପାର୍କ ପାଇଁ ୱେଲସ୍ପନ କମ୍ପାନୀକୁ ପ୍ରଥମ ପର୍ଯ୍ୟାୟରେ ୨୩୦ ଏକର ଜମି ଯୋଗାଇ ଦେଇଛନ୍ତି । ପର୍ଯ୍ୟାୟକ୍ରମେ କମ୍ପାନୀକୁ ବାକି ଜମି ମଧ୍ୟ ଯୋଗାଇଦେବେ ସରକାର ।


Enter your email to get our daily news in your inbox.

All Right Reserved By Dharitri.Com

ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ; ରାଷ୍ଟ୍ରପତି ଦେଲେ ଅନୁମୋଦନ

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଦେଶବ୍ୟାପୀ ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡ଼ିକୁ ପେପର ଲିକ, ଠକେଇ ଏବଂ ଅନ୍ୟାନ୍ୟ ଅନିୟମିତତା ମୁକ୍ତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ‘ସାର୍ବଜନୀନ…

ଜାରକା ପୋଲିସ ବିଟ୍‌ ହାଉସ୍‌ ଛାତରୁ ଗଳୁଛି ପାଣି, ଭାଙ୍ଗିପଡ଼ିଛି ନାମଫଳକ

ଧର୍ମଶାଳା,୧ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧିନସ୍ଥ ଜାରକା ପୋଲିସ ବିଟ୍‌ ହାଉସ୍‌ (ଫାଣ୍ଡି) ବର୍ତ୍ତମାନ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଘେରି ରହିଛି। ବର୍ଷା ହେଲେ…

କୁଲଗାମ ଆତଙ୍କବାଦୀ ଆକ୍ରମଣ: ପ୍ରଥମେ ନାମ ପଚାରିଲେ, ତା’ପରେ ଦୁଇ ହିନ୍ଦୁଙ୍କୁ ଗୁଳି କଲେ!

ନୂଆଦିଲ୍ଲୀ,୧।୮: ଜମ୍ମୁ ଓ କଶ୍ମୀରର କୁଲଗାମରେ ଅଣ-ସ୍ଥାନୀୟ ଶ୍ରମିକମାନଙ୍କୁ ଟାର୍ଗେଟ କରି ଆତଙ୍କବାଦୀମାନେ ପୁଣି ଥରେ ଆତଙ୍କ ବିସ୍ତାର କରିବାକୁ ଚେଷ୍ଟା କରିଛନ୍ତି। ଆତଙ୍କବାଦୀମାନେ ଛତିଶଗଡ଼ର ଦୁଇଜଣ…

୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡ଼ିଓକୁ ନେଇ ବିରୋଧି ଦେଲେଣି ପ୍ରତିକ୍ରିୟା, ସଞ୍ଜୟ ସିଂହଙ୍କ ପ୍ରଶ୍ନ କଲେ-‘ମୋ ମାଆ… ମାଆ ନୁହଁନ୍ତି’

ନୂଆଦିଲ୍ଲ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (ଜୁଲାଇ ୩୧) ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ କହିଛନ୍ତି ଯେ NEET ପେପର ଲିକ ବିରୋଧରେ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ କି ଅନୁଚିତ୍‌ ଜାଣନ୍ତୁ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ ନା ଖାଲି ପାଦରେ ରହିବା ଭଲ ଏମିତି ପ୍ରଶ୍ନ ଅନେକଙ୍କ ମନରେ ଉଠିଥାଏ। କେତେକ ଲୋକ ବିଶ୍ୱାସ କରନ୍ତି, ଖାଲି…

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri