ଆମେରିକାରୁ ଖୁସି ଖବର: କାଲିଫର୍ନିଆ ପିଲା ପଢ଼ିବେ ହିନ୍ଦୀ, ସରକାରୀ ସ୍କୁଲରେ ବିଶ୍ୱ ଭାଷାରେ ସାମିଲ…

ଓ୍ବାଶିଂଟନ,୨୦।୧ : ପ୍ରଥମ ଥର ପାଇଁ ଆମେରିକାର ‘ସିଲିକନ ଭ୍ୟାଲି’ ଭାବରେ ଜଣାଶୁଣା କାଲିଫର୍ନିଆର ଦୁଇଟି ସରକାରୀ ବିଦ୍ୟାଳୟ ସେମାନଙ୍କ ପାଠ୍ୟକ୍ରମରେ ହିନ୍ଦୀକୁ ବିଶ୍ୱ ଭାଷା ଭାବରେ ଅନ୍ତର୍ଭୁକ୍ତ କରିବାକୁ ଯାଉଛନ୍ତି। ଏହା ପରେ, ଛାତ୍ରୀଛାତ୍ରମାନେ ଇଚ୍ଛାଧୀନ ବିଷୟଗୁଡ଼ିକରେ ହିନ୍ଦୀର ବିକଳ୍ପ ମଧ୍ୟ ପାଇବେ।

ଫ୍ରେମଣ୍ଟରେ ରହୁଥିବା ଭାରତୀୟ-ଆମେରିକୀୟ ସମ୍ପ୍ରଦାୟ ଏହି ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି। ଏହି ସମ୍ପ୍ରଦାୟ ଦୀର୍ଘ ଦିନ ଧରି ଦାବି କରିଆସୁଥିଲେ ବିଦ୍ୟାଳୟରେ ସେମାନଙ୍କ ପିଲାମାନଙ୍କୁ ମଧ୍ୟ ହିନ୍ଦୀ ଶିକ୍ଷା ଦିଆଯାଉ। ସୂଚନାଯୋଗ୍ୟ ଫ୍ରେମଣ୍ଟ ହେଉଛି କାଲିଫର୍ନିଆର କ୍ଷେତ୍ର ଯେଉଁଠାରେ ଭାରତୀୟ-ଆମେରିକୀୟ ନାଗରିକଙ୍କ ଉପସ୍ଥିତି ସର୍ବାଧିକ।

ଜାନୁଆରୀ ୧୭ରେ, ଫ୍ରେମଣ୍ଟ ୟୁନିଫାଏଡ ସ୍କୁଲ ଜିଲା ବୋର୍ଡ ଦୁଇଟି ବିଦ୍ୟାଳୟରେ ଏହି ପ୍ରସଙ୍ଗରେ ପାଇଲଟ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଭୋଟ ଗ୍ରହଣ କରାଯାଇଥିଲା। ଏହି ପ୍ରସ୍ତାବ ୪-୧ ବ୍ୟବଧାନରେ ଗ୍ରହଣ କରାଯାଇଥିଲା। ବର୍ତ୍ତମାନ ଅଗଷ୍ଟରୁ ହନର୍ର୍‌ ମିଡିଲ ସ୍କୁଲ ଏବଂ ଇର୍ଭିଙ୍ଗଟନ ହାଇସ୍କୁଲରେ ୨୦୨୪-୨୫ ଶିକ୍ଷା ବର୍ଷରେ ପାଠ୍ୟକ୍ରମରେ ହିନ୍ଦୀ ମଧ୍ୟ ଅନ୍ତର୍ଭୁକ୍ତ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri