ଦିଲ୍ଲୀରୁ ଆସିଲା ଖୁସି ଖବର: ଜାନୁୟାରୀ ସୁଦ୍ଧା ଭାରତରେ ମିଳିବ କରୋନା ଟିକା

ନୂଆଦିଲ୍ଲୀ,୩।୧୨: ଭାରତରେ କରୋନା ମହାମାରୀ ଥମିବାର ନା ଧରୁନି। ଏପରିସ୍ଥଳେ ଗୁରୁବାର ଦିଲ୍ଲୀରୁ ଖୁସି ଖବର ଆସିଛି। ଜାନୁୟାରୀ ସୁଦ୍ଧା ଦେଶରେ କରୋନା ଟିକା ମିଳିବ ବୋଲି ଏମ୍ସ୍‌ର ନିର୍ଦ୍ଦେଶକ ଡ.ରଣଦୀପ୍‌ ଗୁଲେରିଆ ସୂଚନା ଦେଇଛନ୍ତି। ସମ୍ପ୍ରତି ଦେଶରେ କରୋନା ଟିକାର ଅନ୍ତିମ ପର୍ଯ୍ୟାୟ କ୍ଲିନିକାଲ ଟ୍ରଏଲ୍‌ ଜାରି ରହିଛି। ଡିସେମ୍ବର ଶେଷ ସୁଦ୍ଧା ଅବା ଜାନୁୟାରୀ ପ୍ରଥମ ଭାଗରେ ଏନେଇ ସଫଳତା ମିଳିବାର ଆଶା ରହିଛି। ଭାରତୀୟ ନିୟାମକ କର୍ତ୍ତୃପକ୍ଷ (ଆଇଆର୍‌ଏ)ଙ୍କ ସ୍ବୀକୃତି ମିଳିବା ପରେ ଟିକା ସାଧାରଣ ଲୋକଙ୍କୁ ଦିଆଯାଇ ପାରିବ ବୋଲି ସେ କହିଛନ୍ତି। ଭାରତରେ କରୋନା ଟିକାର ସୁରକ୍ଷାକୁ ମାନକକୁ ଗୁରୁତର ସହିତ ଗ୍ରହଣ କରାଯାଇଛି। ଇତିମଧ୍ୟରେ କ୍ଲିନିକାଲ୍‌ ଟ୍ରାଏଲ୍‌ରେ ୭୦ ହଜାରରୁ ୮୦ ହଜାର ଲୋକଙ୍କଠାରେ ଟିକାର ପ୍ରୟୋଗ କରାଯାଇଛି। ଏହାର କୌଣସି ପାର୍ଶ୍ୱ ପ୍ରତିକ୍ରିୟା ବର୍ତ୍ତମାନ ସୁଦ୍ଧା ଦେଖିବାକୁ ମିଳି ନାହିଁ। ଦେଶରେ ବ୍ୟାପକ ଭାବେ ଟିକା ଦିଆଗଲେ ହୁଏତ କେତେକ ଲୋକ ଅସୁସ୍ଥ ହୋଇ ପାରନ୍ତି। ମାତ୍ର ଅସୁସ୍ଥତା କରୋନା ଯିକା ଯୋଗୁ ହୋଇଥିବା ଭାବିବା ଭୁଲ୍‌ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?