ଦିଲ୍ଲୀରୁ ଖୁସି ଖବର, ଡେଲ୍ଟା ଭାରିଆଣ୍ଟ୍‌ କ୍ଷେତ୍ରରେ ୯୯ ପ୍ରତିଶତ ପ୍ରଭାବଶାଳୀ ହେଉଛି ଭାକ୍ସିନ୍‌…

ମୁମ୍ବାଇ/ପୁଣେ,୧୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପୁଣେ ସ୍ଥିତ ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଭିରୋଲୋଜି ପକ୍ଷରୁ କୁହାଯାଇଛି ଯେ, କରୋନା ଭାକ୍ସିନ୍‌ ଡେଲ୍ଟା ଭାରିଆଣ୍ଟ୍‌ କ୍ଷେତ୍ରରେ ୯୯ ପ୍ରତିଶତ ପ୍ରଭାବଶାଳୀ ସାବ୍ୟସ୍ତ ହେଉଛି। ଏନେଇ କରାଯାଇଥିବା ଏକ ଗବେଷଣାରୁ ଏହା ଜଣାପଡ଼ିଛି। ଏସମ୍ପର୍କରେ ପ୍ରକାଶିତ ହୋଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ମୋଟ ୬୭୭ ଲୋକଙ୍କ ସ୍ବାବ୍‌ ନମୁନା ଆଧାରରେ ଜିନୋମ୍‌ ସିକ୍ୱେନ୍ସି ପରୀକ୍ଷା କରାଯାଇଛି। ସେମାନଙ୍କ ମଧ୍ୟରୁ ୫୯୨ ଜଣଙ୍କୁ ଭାକ୍ସିନ୍‌ର ଉଭୟ ଡୋଜ୍‌ ପ୍ରଦାନ କରାଯାଇଥିଲା। ଅପରପକ୍ଷରେ ୮୫ଙ୍କୁ ପ୍ରଥମ ଡୋଜ୍‌ ଦିଆଯାଇଥିଲା। ପରବର୍ତ୍ତୀ ସମୟରେ ସେଥିମଧ୍ୟରୁ ୬୭ ଜଣଙ୍କୁ ଗୁରୁତର ସ୍ବାସ୍ଥ୍ୟାବସ୍ଥା ଯୋଗୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଭାକ୍ସିନ୍‌ ଦିଆଯାଇଥିତ୍ବା ଲୋକଙ୍କ ହାରାହାରି ବୟସ ୪୧ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ମାର୍ଚ୍ଚରୁ ଜୁନ୍‌ ମଧ୍ୟରେ ଏହି ଗବେଷଣା କରାଯାଇଥିଲା। ମହାରାଷ୍ଟ୍ରରୁ ୫୩ ନମୁନା ସଂଗ୍ରହ କରାଯାଇଥିବାବେଳେ କର୍ନାଟକରୁ ସର୍ବାଧିକ ୧୮୧ ନମୁନା ସଂଗୃହୀତ ହୋଇଥିଲା। ଏଥିରେ ପଶ୍ଚିମବଙ୍ଗର ସର୍ବନିମ୍ନ ୧୦ ନମୁନା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri