Gold Rate: ଖୁସି ଖବର, ଏକାଥରେ ଏତେ ଖସିଲା ସୁନା ଦର…

ଭୁବନେଶ୍ୱର,୧୬।୨: ସୁନାପ୍ରେମୀଙ୍କ ପାଇଁ ଖୁସି ଖବର। କମିଲା ସୁନାଦର। ଶୀଘ୍ର ଯାଇ ଆଜି କିଣି ନିଅନ୍ତୁ। ଗତକାଲି ଅପେକ୍ଷା ଆଜି ସୁନାଦରରେ ହୋଇଛି ବଡ଼ ପରିବର୍ତ୍ତନ। ଗତ କିଛି ଦିନ ହେଲା ହୁ ହୁ ହୋଇ ବଢି ଚାଲିଛି ସୁନା ଦର । ଏହାକୁ ନେଇ ଚିନ୍ତାରେ ଗ୍ରାହକ । କିନ୍ତୁ ଆଜି Gold Rate କମିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୬ ହଜାର ୦୭୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ ସୁନା ମୂଲ୍ୟ ୭୮ ହଜାର ୯୦୦ ଟଙ୍କା ଛୁଇଁଛି ।

ସେହିପରି ଆଜି Bhubaneswar ରେ ୨୨ କ୍ୟାରେଟ Gold Rate ୭୮ ହଜାର ୯୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନାଦର ୮୬ ହଜାର ୦୭୦ ହୋଇଛି । ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୭୮,୯୦୦ ଟଙ୍କା ଓ ୮୬,୦୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୯, ୦୫୦ ଟଙ୍କା ଓ ୮୬, ୨୨୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୮,୯୦୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୬, ୦୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୮,୯୦୦ ଟଙ୍କା ଓ ୮୬,୦୭୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୦, ୫୦୦ ଟଙ୍କା ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri