ଖୁସି ଖବର: ମାସ୍କ୍‌ ପିନ୍ଧିବାକୁ ମନା କଲେ ସରକାର…

ଜେରୁଜେଲମ୍‌,୨୦।୪: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ସୁରକ୍ଷା ଦୃଷ୍ଟିରୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କରୋନା ମାର୍ଗଦର୍ଶିକା ଜାରି କରାଯାଇଛି । ମାସ୍କ୍‌ ପିନ୍ଧିବା, ନିୟମିତ ହାତ ଧୋଇବା ଏବଂ ସାମାଜିକ ଦୂରତା ବଜାୟ ରଖିବା ଆଦି ଏଥିରେ ଉଲ୍ଲେଖ କରାଯାଇଛି। ତେବେ ଇସ୍ରାଏଲ ସରକାର ଲୋକଙ୍କ ପାଇଁ ଖୁସି ଖବର ଘୋଷଣା କରିଛନ୍ତି। ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି ଯେ, ଏଣିକି ଦେଶରେ କେହି ମାସ୍କ୍‌ ପିନ୍ଧିବେ ନାହିଁ। ଦେଶରେ କରୋନା ସଂକ୍ରମଣ ନିୟନ୍ତ୍ରଣରେ ରହିଥିବା ସରକାର କହିଛନ୍ତି। ଇତିମଧ୍ୟରେ ଦେଶର ୮୧ ପ୍ରତିଶତ ଲୋକ କରୋନା ଟିକା ନେଇ ସାରିଛନ୍ତି। ସରକାର ଦେଶକୁ କରୋନାମୁକ୍ତ ଘୋଷଣା ମଧ୍ୟ କରିଛନ୍ତି। ସରକାରଙ୍କ ନିର୍ଦ୍ଦେଶ ପରେ ବହୁ ଲୋକ ମୁହଁରୁ ମାସ୍କ୍‌ କାଢ଼ି ପିଙ୍ଗୁଥିବାର ଭିଡ଼ିଓ ସୋସିଆଲ ମିଡ଼ିଆରେ ଅପଲୋଡ୍‌ କରୁଛନ୍ତି। ଏଭଳି ଏକ ୩୦ ସେକେଣ୍ଡର ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ବୁଧ-ମଙ୍ଗଳ ମିଳନରୁ ‘କେନ୍ଦ୍ର ଦୃଷ୍ଟି ରାଜଯୋଗ’; ମିଥୁନ ସମେତ ୪ ରାଶିଙ୍କ ରାତାରାତି ବଦଳିବ ଭାଗ୍ୟ, ପ୍ରଚୁର ଧନଲାଭ!

ଜ୍ୟୋତିଷ ଗଣନା ଅନୁଯାୟୀ, ଅକ୍ଟୋବର ୨ ତାରିଖରୁ କେନ୍ଦ୍ର ଦୃଷ୍ଟି ରାଜଯୋଗର ପ୍ରଭାବ ଦେଖିବାକୁ ମିଳିପାରେ। ଏହି ଯୋଗର ଶୁଭ ପ୍ରଭାବରୁ ୪ଟି ରାଶି ପାଇଁ ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?