ଖୁସି ଖବର: ନନ୍ଦନକାନନରେ ଜଳହସ୍ତୀ ଶାବକ ଜନ୍ମ

ବାରଙ୍ଗ/ତ୍ରିଶୂଳିଆ, ୧୭।୧ (ଲିଙ୍ଗରାଜ ରାଉତ/ତୁଷାରକାନ୍ତ ବେହେରା): ପ୍ରାଣୀଉଦ୍ୟାନ ନନ୍ଦନକାନନରୁ ଆସିଛି ଏକ ଖୁସି ଖବର। ପ୍ରାଣୀଉଦ୍ୟାନର ୬୨ ନମ୍ବର ଖୁଆଡ଼ରେ ରହୁଥିବା ଜଳହସ୍ତୀ ଏକ ଶାବକ ଜନ୍ମ ଦେଇଛି।

ମା’ ଓ ଛୁଆ ସୁସ୍ଥ ଥିବାବେଳେ ଜଳାଶୟରେ ବିଚରଣ କରୁଥିବା ଜଣାପଡ଼ିଛି। ଏହି ଛୁଆ ଜନ୍ମ ହେବା ପରେ ନନ୍ଦନକାନନରେ ଜଳହସ୍ତୀଙ୍କ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ସେଥିମଧ୍ୟରେ ୬ ମାଈ ଓ ୫ ଅଣ୍ଡିରା ରହିଥିବା ସୂଚନା ମଳିଛ। ସଦ୍ୟ ଜନ୍ମିତ ଶାବକର ଲିଙ୍ଗ ନିରୂପଣ ହୋଇ ନ ଥିବା ସୂଚନା ମିଳିଛି। ସାଧାରଣତଃ ଏହି ପ୍ରଜାତିର ଜଳହସ୍ତୀ ଆଫ୍ରିକା ମହାଦେଶର ନଦୀ ଓ ହ୍ରଦରେ ଦଳବଦ୍ଧ ଭାବେ ରହଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟିଲୋରେ ରାଷ୍ଟ୍ରପତି

ନୟାଗଡ଼,୨୪ା୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।...

ସ୍ତ୍ରୀ ଆତ୍ମହତ୍ୟା ଧମକ ଦେବା, ଝଗଡ଼ା କରିବା ସ୍ୱାମୀଙ୍କୁ ଏକ ପ୍ରକାର ବ୍ଲାକମେଲିଂ: ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର,୨୪ା୩: ଜଣେ ସ୍ତ୍ରୀ ବାରମ୍ବାର ଆତ୍ମହତ୍ୟା ଏବଂ ଝଗଡ଼ା କରିବାକୁ ଧମକ ଦେବା କେବଳ ଅତ୍ୟାଚାର ନୁହେଁ ବରଂ ସ୍ୱାମୀଙ୍କ ପ୍ରତି ମାନସିକ ଅତ୍ୟାଚାରର ବୋଲି...

ରାଜଧାନୀରେ ନକଲି ପୋଲିସ ଅଫିସର-କନଷ୍ଟେବଲ ଗିରଫ, ଲକ୍ଷାଧିକ ନକଲି ଟଙ୍କା ଜବତ

ଭୁବନେଶ୍ୱର,୨୪ା୩: ରାଜଧାନୀ ଭୁବନେଶ୍ୱରରେ ନକଲି ପୋଲିସକୁ ବାନ୍ଧିଛି ଅସଲି ପୋଲିସ। ନିଜକୁ ସବ-ଇନ୍ସପେକ୍ଟର କହି ଚାକିରି ପ୍ରତିଶ୍ରୁତି ଦେଇ ଠକୁଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି...

୨୦୨୫-୨୬ ବର୍ଷ ପାଇଁ ଘୋଷଣା ହେବ ନୂଆ ବିଦ୍ୟୁତ୍‌ ଦର: ଜାଣନ୍ତୁ ବଢିବା ନା କମିବ

ଭୁବନେଶ୍ୱର,୨୪ା୩: ସୋମବାର ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (OERC) ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ନୂତନ ବିଦ୍ୟୁତ ଶୁଳ୍କ ଘୋଷଣା କରିବାକୁ ଯାଉଛି। ଅପରାହ୍ନରେ ଆଶା...

ଓଡ଼ିଶାରେ ରାଷ୍ଟ୍ରପତି: ବିମାନବନ୍ଦରରେ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୨୪।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ସୋମବାର ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ଭବ୍ୟ...

ବିପଦରେ ସାଧାରଣ ଲୋକଙ୍କ ଜୀବନ: ରାଜ୍ୟରେ ୮୪ଟି ନକଲି ମେଡିସିନ୍ ଚିହ୍ନଟ

ଭୁବନେଶ୍ୱର,୨୪ା୩: ରାଜ୍ୟରେ ସବୁ ମିଳୁଛି ନକଲି। ପୂଜା ଘିଅଠାରୁ ଆରମ୍ଭ କରି ଗାଡ଼ି ଇଞ୍ଜିନ ଅଏଲ ସବୁ ନକଲି। ଏବେ ଲୋକମାନଙ୍କର ଜୀବନ ରକ୍ଷା ପାଇଁ...

ଭୁବନେଶ୍ୱର ହେବ ୨ ପୋଲିସ ଜିଲା

ଭୁବନେଶ୍ୱର,୨୪ା୩(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ପୂର୍ବାପେକ୍ଷା ଜନସଂଖ୍ୟା ବଢ଼ିବାରେ ଲାଗିଛି। ଏପରି କି ମାମଲା ସଂଖ୍ୟାରେ ବୃଦ୍ଧି, ଆଇନଶୃଙ୍ଖଳା ଚ୍ୟାଲେଞ୍ଜ୍‌, ବିକ୍ଷୋଭ ଓ...

ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ୍‌ ରାସ୍ତା ଜବରଦଖଲ: ଉଚ୍ଛେଦ ନ ହେଲେ…

ବରଗଡ଼,୨୪ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରମ ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ନେଇ ଗତ ୨୦୨୩ ରୁ ଦାବି ଜୋର୍‌ ଧରି ଆସିଛି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri