କରୋନା ମହାମାରୀ ଚିକିତ୍ସା ସମ୍ପର୍କରେ ମିଳିବ ଖୁସି ଖବର…

ଓ୍ବାଶିଂଟନ, ୨୮।୭: ପୃଥିବୀରେ କରୋନା ମହାମାରୀ ନେଇ ଆତଙ୍କ ଦେଖାଦେଇଛି। କରୋନା ସଂକ୍ରମଣ ଚିକିତ୍ସା ନେଇ ଆସନ୍ତା ୨ ସପ୍ତାହ ମଧ୍ୟରେ ଖୁସି ଖବର ମିଳିବ ବୋଲି ଆମେରିକା କହିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏନେଇ ସୂଚନା ଦେଇଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କୁ ସମ୍ବୋଧିତ କରି ଟ୍ରମ୍ପ୍‌ ଏଭଳି କରିଛନ୍ତି। ଆମେରିକାର ବାୟୋଟେକ୍ନୋଲୋଜି କମ୍ପାନୀ ମଡର୍ନା ପକ୍ଷରୁ କରୋନା ପ୍ରତିଷେଧକ ଟୀକାର ତୃତୀୟ ପ୍ରର୍ଯ୍ୟାୟ ପରୀକ୍ଷଣ ଆରମ୍ଭ କରାଯାଇଛି। ଏହାର ଫଳାଫଳ ଖୁବ୍‌ ଶୀଘ୍ର ମିଳିବ ବୋଲି ଟ୍ରମ୍ପ୍‌ କହିଛନ୍ତି। ପୂର୍ବର ଦୁଇ ପରୀକ୍ଷଣ ସଫଳ ରହିଥିବା ଆଗାମୀ ଦିନରେ ଭଲ ଖବର ମିଳିବାର ଯଥେଷ୍ଟ ସମ୍ଭାବନା ରହିଥିବା ସେ କହିଛନ୍ତି। ଏନ୍‌ଆଇଏଚ୍‌ର ଯୋଜନା ଅନ୍ତର୍ଗତ ୩୦ ହଜାର ଆକ୍ରାନ୍ତଙ୍କଠାରେ ଏହି ଟୀକାର ପ୍ରୟୋଗ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ଭାରତ ପୂର୍ବରୁ ‘ବଡ଼ ଭାଇ’ର ଭୂମିକା ନିର୍ବାହ କରିସାରିଛି, ଏଥର ବି ନେପାଳକୁ ସହାୟତା ପଠାଇବାକୁ ଆଶ୍ୱାସନା ଦେଲେ ମୋଦି

ନୂଆଦିଲ୍ଲୀ/କାଠମାଣ୍ଡୁ,୨୬।୮: ଭାରତର ପଡ଼ୋଶୀ ନେପାଳ ବର୍ତ୍ତମାନ ଏକ ଭୟଙ୍କର ଦୁଃଖଦ ପରିସ୍ଥିତି ସହିତ ସଂଘର୍ଷ କରୁଛି। ରସୁୱାଗାଧି ଅଞ୍ଚଳରେ ହିମସ୍ଖଳନ ଏବଂ ହଠାତ, ଭୟଙ୍କର ବନ୍ୟା କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri