ଖୁସି ଖବର: ପିଏଫ ଆକାଉଣ୍ଟକୁ ଆସିଲା ଟଙ୍କା, କିପରି କରିବେ ବାଲାନ୍ସ ଯାଞ୍ଚ୍‌ ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୧୧: ଇପିଏଫଓ ହିତାଧିକାରୀଙ୍କ ପାଇଁ ଖୁସି ଖବର। କର୍ମଚାରୀ ପ୍ରୋଭିଡେଣ୍ଟ ପାଣ୍ଠି ସଂଗଠନ ପକ୍ଷରୁ ଏହାର ହିତାଧିକାରୀଙ୍କ ପାଇଁ ୨୦୨୨-୨୩ ପାଇଁ ସୁଧ ହାର ଆକାଉଣ୍ଟକୁ ପଠାଇବା ଆରମ୍ଭ କରିଛି। ଇପିଏଫଓ ଆକାଉଣ୍ଟରେ ସୁଧ ହାର ହେଉଛି ୮.୨ ପ୍ରତିଶତ। ଯାହା କେନ୍ଦ୍ରୀୟ ଟ୍ରଷ୍ଟି ବୋର୍ଡ ସହିତ ପ୍ରତିବର୍ଷ ଅର୍ଥ ମନ୍ତ୍ରଣାଳୟ ଦ୍ୱାରା ସ୍ଥିର ହୋଇଥାଏ। ୨୦୨୩ବର୍ଷ ବିଷୟରେ କଥାବାର୍ତ୍ତା କରି ସରକାର ଜୁନ ମାସରେ ଏହାର ସୁଧ ହାର ଘୋଷଣା କରିଥିଲେ।

ସୋସିଆଲ ମିଡିଆରେ କର୍ମଚାରୀମାନେ କ୍ରମାଗତ ଭାବରେ ଇପିଏଫଓକୁ ପଚାରୁଥିଲେ ସେମାନଙ୍କ ଆକାଉଣ୍ଟକୁ ସୁଧ କେବେ ସ୍ଥାନାନ୍ତର ହେବ। ଏହା ଉପରେ ଇପିଏଫଓ କହିଛି ଏହାର ପ୍ରକ୍ରିୟା ଆରମ୍ଭ ହୋଇଛି ଏବଂ ସମସ୍ତ ଆକାଉଣ୍ଟଧାରୀମାନେ ଚଳିତ ବର୍ଷ ସୁଧ ଟଙ୍କା ପାଇବେ।

ତେବେ କିପରି ପିଏଫ ବାଲାନ୍ସ ଯାଞ୍ଚ କରିପାରିବ । ଏଥିପାଇଁ ହିତାଧିକାରୀ ମେସେଜ, ମିସ କଲ କିମ୍ବା ଉମଙ୍ଗ ଆପର ସାହାଯ୍ୟ ନେଇପାରିବେ। ମେସେଜ ପାଇଁ ୭୭୩୮୨୯୯୮୯୯ ବ୍ୟବହାର କରିହେବ। ଏଥିସହ, ଯଦି ଏକ ମିସ କଲ ମାଧ୍ୟମରେ ବାଲାନ୍ସ ଯାଞ୍ଚ କରିବାକୁ ଚାହୁଁଥିବା ହିତାଧିକାରୀ ପଞ୍ଜୀକୃତ ମୋବାଇଲରୁ ୦୧୧-୨୨୯୦୧୪୦୬ରେ ଏକ ମିସ କଲ ଦେଇ ବାଲାନ୍ସ ଯାଞ୍ଚ କରି ହେବ।

ଉମଙ୍ଗ ଆପରେ ଇପିଏଫଓ ବିଭାଗକୁ ଯାଇ ଭ୍ୟୁ ପାସବୁକ ଚୟନ କରିବାକୁ ପଡିବ। ଏହା ପରେ, କର୍ମଚାରୀ ସେଣ୍ଟ୍ରିକ ସେବା ଉପରେ କ୍ଲିକ କରିବାକୁ ପଡିବ ଏବଂ ଓଟିପି ଦାଖଲ କରିବାକୁ ପଡିବ। ଯାହା ପଞ୍ଜୀକୃତ ମୋବାଇଲରେ ଆସିବ। ଏହା ଦାଖଲ କରିବା ମାତ୍ରେ ତୁମର ପିଏଫ ବାଲାନ୍ସ ଦେଖିହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri