Posted inଖେଳ

ଥମିଲା ବର୍ଷା, ୩୦-୩୪ ଓଭର ଖେଳାଯାଇପାରେ

ଜୋହାନ୍ସବର୍ଗ,୬।୧: ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ଚତୁର୍ଥ ଦିନର ଖେଳ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଲଗାଣ ବର୍ଷା କାରଣରୁ ଚତୁର୍ଥ ଦିନର ପ୍ରଥମ ଦୁଇ ସେସନ ଖେଳ ସମ୍ଭବ ହୋଇପାରି ନାହିଁ। ବର୍ତ୍ତମାନ ବର୍ଷା ଥମିଥିବାରୁ ଗ୍ରାଉଣ୍ଡରେ ସୁପର ସପର ବ୍ୟବହାର କରାଯାଉଛି। ମ୍ୟାଚ୍‌ ଅଫିସିଆଲ ଗ୍ରାଉଣ୍ଡ ଇନସ୍ପେକଶନ କରିବା ପରେ ଗୁରୁବାର ୧୩୫ ମିନିଟ୍‌ ଖେଳ ସମ୍ଭବ ହୋଇପାରେ ବୋଲି ସୂଚନା ଦେଇଛନ୍ତି। ସନ୍ଧ୍ୟା ୭ଟା ୧୫ରେ ଖେଳ ଆରମ୍ଭ ହେବ। ପ୍ରାୟ ୩୦ରୁ ୩୪ ଓଭର ଖେଳାଯାଇପାରେ ବୋଲି ଆଶା କରାଯାଉଛି। ଯଦି ବର୍ଷା ଅନୁମତି ଦିଏ, ତେବେ ରାତି ୯ଟା ୩୦ରୁ ୧୦ଟା ଯାଏଁ ଖେଳ ହେବ।

ବର୍ତ୍ତମାନ ମ୍ୟାଚ୍‌ରେ ଘରୋଇ ଦକ୍ଷିଣ ଆଫ୍ରିକାକୁ ଜିତିବା ପାଇଁ ୧୨୨ ରନ୍‌ ଦରକାର ଥିବା ବେଳେ ଭାରତୀୟ ଦଳକୁ ଦରକାର ୮ ଉଇକେଟ।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri