ଗୁଡ୍‌ ନ୍ୟୁଜ୍‌: ବାପା ହେବେ ରଣଦୀପ୍‌

ମୁମ୍ବାଇ: ଅଭିନେତା ରଣଦୀପ୍‌ ହୁଡା ତାଙ୍କର ଦ୍ୱିତୀୟ ବିବାହ ବାର୍ଷିକୀରେ ପ୍ରଶଂସକଙ୍କୁ ଗୁଡ୍‌ ନ୍ୟୁଜ୍‌ ଦେଇଛନ୍ତି। ସ୍ତ୍ରୀ ଲିନ ଲାଇଶ୍ରାମଙ୍କ ସହ ଏକ ସୁନ୍ଦର ଫଟୋ ଶେୟାର କରି ଖୁବ୍‌ଶୀଘ୍ର ମାତାପିତା ହେବାକୁ ଯାଉଥିବା କହିଛନ୍ତି। ଫଟୋରେ ଦମ୍ପତି ଜଙ୍ଗଲରେ ଏକ ଅଗ୍ନିକୁଣ୍ଡ ପାଖରେ ବସି ହାତ ଧରାଧରି ହୋଇ ହସୁଛନ୍ତି। ଅଭିନେତା ପୋଷ୍ଟର କ୍ୟାପସନ୍‌ରେ ଲେଖିଛନ୍ତି, ଦୁଇ ବର୍ଷର ପ୍ରେମ, ସାହସିକତା ଏବଂ ଆଗକୁ ଗୋଟିଏ ଛୋଟ ପିଲା ଆସୁଛି।

୨୦୨୩ ନଭେମ୍ବର ୨୦ରେ ଲିନ ଲାଇଶ୍ରାମଙ୍କୁ ବିବାହ କରିଥିଲେ। ସେମାନେ ମୈତେଇ ପରମ୍ପରା ଅନୁଯାୟୀ ମଣିପୁରର ଇମ୍ଫାଲରେ ବିବାହ କରିଥିଲେ। ବିବାହ ପରେ ମୁମ୍ବାଇରେ ଏକ ରିସେପ୍ସନର ଆୟୋଜନ କରିଥିଲେ। ଲିନ ଲାଇଶ୍ରାମ ଜଣେ ଅଭିନେତ୍ରୀ। ସେ ଶାହରୁଖ ଖାନ୍‌ଙ୍କ ଫିଲ୍ମ ‘ଓମ୍‌ ଶାନ୍ତି ଓମ୍‌’ ସହିତ ବଲିଉଡରେ ଡେବ୍ୟୁ କରିଥିଲେ। ୨୦୨୩ ମସିହାରେ ସେ ‘ଜାନେ ଜାନ’ ଏବଂ ‘ମେରି କମ୍‌’ ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି। ସେ ଜଣେ ମଡେଲ ଏବଂ ବ୍ୟବସାୟୀ ମଧ୍ୟ।

ଶେଷ ଥର ପାଇଁ ସନି ଦେଓଲଙ୍କ ଅଭିନୀତ ‘ଜାଟ’ (୨୦୨୫) ଚଳଚ୍ଚିତ୍ରରେ ଦେଖିବାକୁ ମିଳିଥିଲା। ଏଥିରେ ସେ ଏକ ନକାରାତ୍ମକ ଭୂମିକାରେ ଅଭିନୟ କରିଥିଲେ। ତେବେ ୨୦୨୬ରେ ମୁକ୍ତିଲାଭ କରିବାକୁ ଥିବା ଇଂଲିଶ୍‌ ଚଳଚ୍ଚିତ୍ର ‘ମ୍ୟାଚବକ୍ସ’ରେ ନଜରକୁ ଆସିବେ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri