ଗୁଡ୍‌ ନ୍ୟୁଜ୍‌: ବାପା ହେବେ ରଣଦୀପ୍‌

ମୁମ୍ବାଇ: ଅଭିନେତା ରଣଦୀପ୍‌ ହୁଡା ତାଙ୍କର ଦ୍ୱିତୀୟ ବିବାହ ବାର୍ଷିକୀରେ ପ୍ରଶଂସକଙ୍କୁ ଗୁଡ୍‌ ନ୍ୟୁଜ୍‌ ଦେଇଛନ୍ତି। ସ୍ତ୍ରୀ ଲିନ ଲାଇଶ୍ରାମଙ୍କ ସହ ଏକ ସୁନ୍ଦର ଫଟୋ ଶେୟାର କରି ଖୁବ୍‌ଶୀଘ୍ର ମାତାପିତା ହେବାକୁ ଯାଉଥିବା କହିଛନ୍ତି। ଫଟୋରେ ଦମ୍ପତି ଜଙ୍ଗଲରେ ଏକ ଅଗ୍ନିକୁଣ୍ଡ ପାଖରେ ବସି ହାତ ଧରାଧରି ହୋଇ ହସୁଛନ୍ତି। ଅଭିନେତା ପୋଷ୍ଟର କ୍ୟାପସନ୍‌ରେ ଲେଖିଛନ୍ତି, ଦୁଇ ବର୍ଷର ପ୍ରେମ, ସାହସିକତା ଏବଂ ଆଗକୁ ଗୋଟିଏ ଛୋଟ ପିଲା ଆସୁଛି।

୨୦୨୩ ନଭେମ୍ବର ୨୦ରେ ଲିନ ଲାଇଶ୍ରାମଙ୍କୁ ବିବାହ କରିଥିଲେ। ସେମାନେ ମୈତେଇ ପରମ୍ପରା ଅନୁଯାୟୀ ମଣିପୁରର ଇମ୍ଫାଲରେ ବିବାହ କରିଥିଲେ। ବିବାହ ପରେ ମୁମ୍ବାଇରେ ଏକ ରିସେପ୍ସନର ଆୟୋଜନ କରିଥିଲେ। ଲିନ ଲାଇଶ୍ରାମ ଜଣେ ଅଭିନେତ୍ରୀ। ସେ ଶାହରୁଖ ଖାନ୍‌ଙ୍କ ଫିଲ୍ମ ‘ଓମ୍‌ ଶାନ୍ତି ଓମ୍‌’ ସହିତ ବଲିଉଡରେ ଡେବ୍ୟୁ କରିଥିଲେ। ୨୦୨୩ ମସିହାରେ ସେ ‘ଜାନେ ଜାନ’ ଏବଂ ‘ମେରି କମ୍‌’ ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି। ସେ ଜଣେ ମଡେଲ ଏବଂ ବ୍ୟବସାୟୀ ମଧ୍ୟ।

ଶେଷ ଥର ପାଇଁ ସନି ଦେଓଲଙ୍କ ଅଭିନୀତ ‘ଜାଟ’ (୨୦୨୫) ଚଳଚ୍ଚିତ୍ରରେ ଦେଖିବାକୁ ମିଳିଥିଲା। ଏଥିରେ ସେ ଏକ ନକାରାତ୍ମକ ଭୂମିକାରେ ଅଭିନୟ କରିଥିଲେ। ତେବେ ୨୦୨୬ରେ ମୁକ୍ତିଲାଭ କରିବାକୁ ଥିବା ଇଂଲିଶ୍‌ ଚଳଚ୍ଚିତ୍ର ‘ମ୍ୟାଚବକ୍ସ’ରେ ନଜରକୁ ଆସିବେ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri