ନିଯୁକ୍ତି ପ୍ରକ୍ରିୟାରେ ବିଜିୟୁର ଉତ୍ତମ ପ୍ରଦର୍ଶନ

ଭୁବନେଶ୍ୱର,୧୫।୫: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନିଯୁକ୍ତି ପ୍ରକ୍ରିୟାରେ ବିର୍ଲା ଗ୍ଲୋବାଲ ୟୁନିଭରସିଟି(ବିଜିୟୁ)ର ଉତ୍ତମ ପ୍ରଦର୍ଶନ ଜାରି ରହିଛି। ବିଜିୟୁର ପ୍ଲେସମେଣ୍ଟ ବିଭାଗ ବିଭିନ୍ନ କ୍ଷେତ୍ରକୁ ବିସ୍ତାର କରୁଥିବା ବେଳେ ନିଯୁକ୍ତି ପ୍ରୋଫାଇଲ ସହ ଜଡିତ ହୋଇଛି। ବିଜିୟୁ ପ୍ଲେସମେଣ୍ଟ ବିଭାଗ ଦେଶବ୍ୟାପୀ ଶୀର୍ଷସ୍ତରରେ ନିଯୁକ୍ତଦାତାଙ୍କୁ ଆକର୍ଷିତ କରିବା ସହିତ ଛାତ୍ରୀଛାତ୍ରମାନଙ୍କୁ ସେମାନଙ୍କ କ୍ୟାରିୟର ସହ ସମାନ୍ତରାଳ ଭାବେ ଆଗକୁ ବଢ଼ିବା ପାଇଁ ସୁଯୋଗ ମଧ୍ୟ ସୃଷ୍ଟି କରୁଛି। ବିଜିୟୁର ମ୍ୟାନେଜମେଣ୍ଟ, କମର୍ସ, କମ୍ୟୁନିକେଶନ ଏବଂ ସୋସିଆଲ ସାଇନ୍ସର ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରୀଛାତ୍ରମାନେ ବିଭିନ୍ନ ସଂସ୍ଥା ଯଥା ଏଫ୍‌ଏମ୍‌ସିଜି, ଏଫ୍‌ଏମ୍‌ସିଡି, ଇନ୍‌ଭେଷ୍ଟମେଣ୍ଟ ବ୍ୟାଙ୍କିଙ୍ଗ, କନ୍‌ସଲ୍ଟିଂ, ବ୍ୟାଙ୍କିଙ୍ଗ୍‌ ସର୍ଭିସେସ୍‌, ଆଇଟି, ମିଡିଆ,ପବ୍ଲିକ ରିଲେସନ୍ସ ଆଣ୍ଡ ଆଡଭର୍ଟାଇଜିଂ ଭଳି କ୍ଷେତ୍ରରେ ସଫଳତାର ସହ ବିଭିନ୍ନ ପଦବୀରେ ନିଯୁକ୍ତି ପାଇଛନ୍ତି। ଏଡିପି, ଫେଡେରାଲ ବ୍ୟାଙ୍କ, ଡିଲଏଟ୍‌, ପିଡବ୍ଲ୍ୟୁସି, ପେପ୍‌ସି, ଏସ୍‌ବିଆଇ ମ୍ୟୁଚୁଆଲ ଫଣ୍ଡ୍‌, ଶ୍ୟାମ୍‌ ଷ୍ଟିଲ, ଏସ୍‌ବିଆଇ ଲାଇଫ, କଫି କ୍ୟାଫେ ଡେ, ଆକ୍ସିସ୍‌ ବ୍ୟାଙ୍କ, ଆଇଡିଏଫ୍‌ସି ଫାଷ୍ଟ ବ୍ୟାଙ୍କ, ଆକ୍ସିସ୍‌ ମ୍ୟୁଚୁଆଲ ଫଣ୍ଡ୍‌, ଭାଲ୍ୟୁ ୩୬୦, ଏଚ୍‌ଡିଏଫ୍‌ସି ଏଏମ୍‌ସି, ବିଏଫ୍‌ଆଇଏଲ୍‌ ଭଳି ବହୁ ପ୍ରତିଷ୍ଠିତ କମ୍ପାନୀ ବିଜିୟୁ ଛାତ୍ରୀଛାତ୍ରମାନଙ୍କୁ ନିଯୁକ୍ତି ଦେବା ପାଇଁ ଆଗ୍ରହ ପ୍ରକାଶ କରିଥିଲେ।
ବିଜିୟୁ ଛାତ୍ରୀଛାତ୍ରମାନଙ୍କର ଗ୍ରୀଷ୍ମକାଳୀନ ଇଣ୍ଟର୍ନଶିପ୍‌ ଏବଂ ସ୍ବଳ୍ପ ଅବଧି ପ୍ରକଳ୍ପଗୁଡିକ ଶିଳ୍ପ ସମ୍ବନ୍ଧୀୟ ତାଲିମ ଉଭୟ ଜାତୀୟ ଓ ଅନ୍ତର୍ଜାତୀୟ ସଂସ୍ଥାରେ ନିଯୁକ୍ତି ଯୋଗ୍ୟ ହେବା ପାଇଁ ଅତ୍ୟାଧୁନିକ ପାଠ୍ୟକ୍ରମ ଡିଜାଇନ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବାଣିଜ୍ୟ ଦିବସ ପାଳିତ

ଭୁବନେଶ୍ୱର, ୨୭।୭: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୱାଲର୍‌ଡ ଟ୍ରେଡ୍‌ ସେଣ୍ଟର(ଡବ୍ଲ୍ୟୁଟିସି) ଭୁବନେଶ୍ୱର ପରିସରରେ ବିଶ୍ୱ ବାଣିଜ୍ୟ ଦିବସ-୨୦୨୪ (ୱାଲର୍‌ଡ ଟ୍ରେଡ୍‌ ଡେ-୨୦୨୪)...

ଭୁବନେଶ୍ୱରରେ ଲଜିଷ୍ଟିକ୍‌ କଲୋକ୍ୟୁମ୍‌-୨୦୨୪

ଭୁବନେଶ୍ୱର, ୨୭।୭: ଭାରତୀୟ ଶିଳ୍ପ ମହାସଂଘ(ସିଆଇଆଇ) ପକ୍ଷରୁ ଶୁକ୍ରବାର ଭୁବନେଶ୍ୱରରେ ଲଜିଷ୍ଟିକ୍‌ କଲୋକ୍ୟୁମ୍‌-୨୦୨୪ ଅନୁଷ୍ଠିତ ହୋଇଯାଇଛି। ଏପରିକି ‘ପୂର୍ବ ଭାରତରେ ଲଜିଷ୍ଟିକ ପରିବର୍ତ୍ତନ: ବ୍ୟବଧାନ ଦୂରୀକରଣ...

ସଷ୍ଟେନେବିଲିଟି ଏକ୍ସଲେନ୍ସ ଆୱାର୍ଡ ସମାରୋହ

ଭୁବନେଶ୍ୱର, ୨୭।୭: ଦେଶର ପ୍ରମୁଖ ଶିଳ୍ପ ସଂଘ ଆସୋସିଏଟେଡ୍‌ ଚାମ୍ବର୍ସ ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଅଫ୍‌ ଇଣ୍ଡିଆ (ଆସୋଚାମ୍‌) ପକ୍ଷରୁ ଓଡ଼ିଶା ସିଏସ୍‌ଆର୍‌ ଏବଂ...

ଓଜିଏସ୍‌ରେ ଟ୍ରାନ୍ସଫର୍ମେଟିଭ୍‌ ମାଷ୍ଟରକ୍ଲାସ୍‌

ଭୁବନେଶ୍ୱର, ୨୭।୭: ଓଡିଏମ୍‌ ଗ୍ଲୋବାଲ ସ୍କୁଲ୍‌ (ଓଜିଏସ୍‌)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ‘ ଟ୍ରାନ୍ସଫର୍ମେଟିଭ୍‌ ମାଷ୍ଟରକ୍ଲାସ୍‌’ ଶୁକ୍ରବାର ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବରିଷ୍ଠ...

ଅକ୍ଟୋବର ୧୯ରୁ ଆନ୍ଥେ ୨୦୨୪ର ଶୁଭାରମ୍ଭ

ଭୁବନେଶ୍ୱର, ୨୭।୭: ଆକାଶ ଏଜୁକେଶନାଲ ସର୍ଭିସେସ୍‌ ଲିମିଟେଡ୍‌ (ଏଇଏସ୍‌ଏଲ୍‌)ର ବହୁ ପ୍ରତୀକ୍ଷିତ ସ୍କଲାରଶିପ ପରୀକ୍ଷା ‘ଆକାଶ ନ୍ୟାଶନାଲ ଟାଲେଣ୍ଟ ହଣ୍ଡ୍‌ ଏକ୍‌ଜାମ ବା ଆନ୍ଥେ-୨୦୨୪’ସଂସ୍କରଣର ଶୁଭାରମ୍ଭ...

ଶେଷଦିନରେ ୭ ଲକ୍ଷ କୋଟି ଯୋଡ଼ିଲେ ନିବେଶକ

ନୂଆଦିଲ୍ଲୀ,୨୭।୭: କ୍ରମାଗତ ଭାବେ ହ୍ରାସ ପାଉଥିବା ଘରୋଇ ଶେୟାର ବଜାର ଚଳିତ ସପ୍ତାହ କାର୍ଯ୍ୟ ଦିବସର ଶେଷ ଦିନରେ ନିବେଶକ ୭ ଲକ୍ଷ କୋଟି ଟଙ୍କାରୁ...

BSNLର ୩୩୬ ଦିନିଆ ପ୍ଲାନ୍‌, ଫେଲ୍‌ ମାରିବେ ଜିଓ, ଏୟାରଟେଲ୍‌

ନୂଆଦିଲ୍ଲୀ,୨୬।୦୭: ଖୁବ୍‌ଶୀଘ୍ର ଦେଶରେ ୪ଜି ସେବା ଲଞ୍ଚ୍‌ କରିବାକୁ ଯାଉଛି ଭାରତ ସଞ୍ଚାର ନିଗମ ବା ବିଏସ୍‌ଏନ୍‌ଏଲ୍‌ । ପ୍ରାଇଭେଟ୍‌ ଟେଲିକମ୍‌ କମ୍ପାନୀମାନଙ୍କୁ ଟକ୍କର ଦେବା...

ବଜେଟ ପରେ ନିର୍ମଳା ସୀତାରମଣଙ୍କ ବଡ଼ ପ୍ରତିକ୍ରିୟା: ‘ମୁଁ ମଧ୍ୟବିତ୍ତ ପରିବାରକୁ ରିହାତି ଦେବାକୁ ଚାହେଁ, କିନ୍ତୁ…’

ନୂଆଦିଲ୍ଲୀ,୨୬ା୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନା କରି ରେକର୍ଡ କରିଥିବା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri