Posted inଖେଳ

ଭାରତର ଭଲ ଆରମ୍ଭ: ବର୍ଷା ଯୋଗୁ ଅଟକିଲା ଖେଳ

ଇନ୍ଦୋର,୨୪।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ସିରିଜର ଦ୍ୱିତୀୟ ଦିନିକିଆ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉଛି। ଅଷ୍ଟ୍ରେଲିଆ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ ପ୍ରଥମେ ବ୍ୟାଟିଂ କରୁ୍‌ଥିବାବେଳେ ବର୍ଷା ଯୋଗୁ ମ୍ୟାଚ୍‌ ବନ୍ଦ ରହିଛି। ଗତ ମ୍ୟାଚ୍‌ରେ ହିରୋ ଋତୁରାଜ ଗାଏକ୍ୱାଡ୍‌ ମାତ୍ର ୮ ରନ୍‌ କରି ଆଉଟ୍‌ ହୋଇଥିଲେ।
ଖେଳ ରୋକାହିବା ବେଳକୁ ଭାରତ ୯.୫ ଓଭରରେ ଭାରତର ସ୍କୋର ୭୯/୧ ରହିଛି। ଶୁଭମାନ ଗିଲ ୩୨ ଏବଂ ଶ୍ରେୟାସ ଆୟର ୩୪ କରି କ୍ରିଜରେ ଅଛନ୍ତି। ଫ୍ଲାଟ ପିଚ ଏବଂ ଇନ୍ଦୋରର ଛୋଟ ଗ୍ରାଉଣ୍ଡରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ମାନେ ଭଲ ଫର୍ମରେ ଅଛନ୍ତି ଏବଂ ଟିମ ଇଣ୍ଡିଆ ଏହି ଗ୍ରାଉଣ୍ଡରେ ଏକ ବଡ଼ ସ୍କୋର ଆଡକୁ ଗତି କରୁଛି। ଜୋଶ ହେଜଲଉଡ ଅଷ୍ଟ୍ରେଲିଆ ପାଇଁ ଏକମାତ୍ର ଉଇକେଟ ନେଇଛନ୍ତି। ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। କେ.ଏଲ ରାହୁଲଙ୍କ ଅଧିନାୟକତ୍ୱରେ ଖେଳୁଥିବା ଦଳ ପ୍ରଥମ ଦିନିକିଆକୁ ୫ ଉକେଟ ଜିତି ସିରିଜରେ ୧-୦ ଅଗ୍ରଣୀ ହାସଲ କରିଥିଲା। ଏଭଳି ପରିସ୍ଥିତିରେ ଇନ୍ଦୋରରେ ମଧ୍ୟ ସିରିଜ ଜିତିବା ତାଙ୍କର ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଖୋର୍ଦ୍ଧା,୭।୨(ପ୍ରଭାତ ପାଣିଗ୍ରାହୀ): ଦନ୍ତା ହାତୀ ନେଲା ଜଣେ ଯୁବକଙ୍କ ଜୀବନ। ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଯୁବକ ହେଲେ ଖଡିପଦର ଗ୍ରାମର ଶଙ୍କର ରାଉତରାୟ ବୋଲି ଜଣାପଡିଥିବା।…

ବେଆଇନ ଗୋ ଚାଲାଣ ହେଉଥିବାବେଳେ ଚଢାଉ କଲା ପୋଲିସ, ବାପପୁଅଙ୍କୁ…

ଆନନ୍ଦପୁର, ୭।୨(ସୁଶାନ୍ତ କୁମାର ସାହୁ): ପୋଲିସର ବ୍ୟାପକ ଚଢାଉ ପରେ ବି କେନ୍ଦୁଝର ଜିଲାରେ ବେଆଇନ ଗୋ ଚାଲାଣ କମିବାର ନା ଧରୁନି। ଶୁକ୍ରବାର ବିଳମ୍ବିତ ରାତିରେ…

Jasprit Bumrah: ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା, ପ୍ରଥମ ମ୍ୟାଚରୁ ଜସପ୍ରିତ ବୁମରା ବାଦ!

ନୂଆଦିଲ୍ଲୀ,୭।୨: ୨୦୨୬ ଟି-୨୦ ବିଶ୍ୱକପ୍ ଆରମ୍ଭ ନହେଉଣୁ ଟିମ୍ ଇଣ୍ଡିଆକୁ ଝଟକା ଲାଗିଛି । ବିଶ୍ୱକପ୍ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଯୁବ ଦ୍ରୁତ ବୋଲର…

କାମରୁ ଫେରୁଥିବାବେଳେ ହାତୀ ହାବୁଡ଼ରେ ପଡିଗଲେ ବ୍ୟକ୍ତି, ମୁଣ୍ଡ-ଗଣ୍ଡି ସମ୍ପୂର୍ଣ୍ଣ ଅଲଗା

ନିରାକାରପୁର, ୭।୨(ମାନସ ଚନ୍ଦ୍ର ପଟ୍ଟନାୟକ): ପୁଣି ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ସିକୋ ଖଡ଼ିପଦର…

BCCI ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟରେ ସର୍ବାଧିକ ଦରମା ପାଇବେ ଏହି ୩ ଖେଳାଳି: ତଳକୁ ଖସିବେ ରୋହିତ-କୋହଲି

ନୂଆଦିଲ୍ଲୀ,୭।୨: ଭାରତୀୟ କ୍ରିକେଟ ଦଳର ତାରକାମାନେ ଏହି ବର୍ଷ କେତେ ଟଙ୍କା ପାଇବେ ତାହା ସ୍ଥିର ହୋଇସାରିଛି। ସବୁଦିନ ପରି ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)…

ରାଜନୈତିକ ହିଂସାକୁ ନେଇ ବୁଲିଲା ଖଣ୍ଡା: ସମିତିସଭ୍ୟଙ୍କୁ ଘରୁ ଘୋଷାଡି ଆଣି ଗାଁ ଦାଣ୍ଡରେ ହାଣିଲେ…

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଘଳା ପଞ୍ଚାୟତର କୁଷପୁର ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଅଶାନ୍ତ ହୋଇପଡିଛି । ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ…

୧୦୦ ବର୍ଷ ପରେ କୁମ୍ଭ ରାଶିରେ ସୃଷ୍ଟି ହେଲା ‘ଅଦ୍ଭୁତ ଯୋଗ’: ଏହି ୩ ରାଶିଙ୍କର ଅଚାନକ ଘଟିବ…

୬ ଫେବୃଆରୀ, ୨୦୨୬ ଠାରୁ, ସୁଖ, ସମୃଦ୍ଧି ଏବଂ ପ୍ରେମର ଗ୍ରହ ଶୁକ୍ର, ତାଙ୍କ ବନ୍ଧୁ ଶନିଙ୍କ ରାଶି କୁମ୍ଭରେ ପ୍ରବେଶ କରିଛନ୍ତି। ଏଠାରେ, ଏହା ତାଙ୍କ…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri