ରିଲିଜ ହେଲା ‘ଗୁଡବାଏ’ର ଟ୍ରେଲର୍‌; କମେଡି ଆଳରେ ସମ୍ପର୍କର ଗୁରୁତ୍ୱ ବୁଝାଉଛି ଫିଲ୍ମ

ବମ୍ବେ: ରିଲିଜ ହୋଇଛି ମହାନାୟକ ଅମିତାଭ ବଚ୍ଚନ ଏବଂ ନୀନା ଗୁପ୍ତା ଅଭିନୀତ ଫିଲ୍ମ ‘ଗୁଡବାଏ’ର ଟ୍ରେଲର। ଫିଲ୍ମରେ ପ୍ରଥମ ଥର ଲାଗି ନୀନା ଅମିତାଭଙ୍କ ସ୍ତ୍ରୀ ଭୂମିକାରେ ନଜର ଆସୁଥିବା ବେଳେ ଦକ୍ଷିଣ ଭାରତୀୟ ସିନେମାରେ ହିଟ୍‌ ଅଭିନେତ୍ରୀ ରଶିକା ମନ୍ଧାନା ମଧ୍ୟ ପ୍ରମୁଖ ଭୂମିକାରେ ଅଛନ୍ତି। ଏହି କଳାକାରଙ୍କ ବ୍ୟତିତ ଅଭିଷେକ ଖାଁ, ସାହିଲ ମେହେଟ୍ଟା,ପାୟଲ ଥାପ୍ପା, ଏଲି ଅବରାମ, ସୁନୀଲ ଗ୍ରୋଭରଙ୍କୁ ମଧ୍ୟ ଦେଖିବାକୁ ମିଳିଛି।

ମଙ୍ଗଳବାର ରିଲିଜ କରାଯାଇଥିବା ତିନି ମିନିଟ୍‌ର ଟ୍ରେଲର୍‌ରେ ଫିଲ୍ମର କାହାଣୀର ସାମାନ୍ୟ ଝଲକ ରହିଛି। ଦର୍ଶକଙ୍କୁ ଏହା ପ୍ରଥମେ ହସାଇ ପରେ କନ୍ଦାଇଛି। କମେଡି ଆଳରେ ଫିଲ୍ମ ଆଜିର ସମାଜକୁ ସମ୍ପର୍କର ମୂଲ୍ୟ ବୁଝାଉଛି। କାରଣ ଆଜିକାଲି ସମୟର ପରିବାରର କାହାଣୀ ଏହାର ବିଷୟବସ୍ତୁ ରହିଛି।

ଫିଲ୍ମର କାହାଣୀ ଏକ ଏଭଳି ପରିବାରର, ଯାହାର ମୁଖ୍ୟ ହେଉଛନ୍ତି ଅମିତାଭଙ୍କ ସ୍ତ୍ରୀ(ନୀନା)। ତାଙ୍କର ମୃତ୍ୟୁ ହୋଇଯାଉଛି। ହେଲେ ପିଲାମାନେ ବାହାରେ ରହୁଥିବାରୁ ଅନେକ କିଛି ଘଟୁଛି। ପ୍ରଥମେ ପିଲାମାନେ ନ ଆସିବା ଲାଗି ବାହାନା କରୁଥିବା ବେଳେ ପରେ ଘରକୁ ଆସି ପ୍ରତିଟି କାର୍ଯ୍ୟରେ କ୍ଷୁଣ ବାହାର କରୁଛନ୍ତି। ଧିରେ ଧିରେ ଫିଲ୍ମଟି ଛୋଟ ଛୋଟ ଜିନିଷର ଗୁରୁତ୍ୱ ଜଣାଉଛି। ପରେ ସମ୍ପର୍କ କେତେ ଜରୁରୀ ତାହା ଶିଖାଉଛି।

ଦେଖନ୍ତୁ ଟ୍ରେଲର:


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri