ଗ୍ରୋସେରି ଦୋକାନରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

ଲଙ୍ଗଳେଶ୍ୱର/ରୂପ୍‌ସା,୧୯।୧୨ (ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଦନେଇପୁର ଗ୍ରାମରେ ଥିବା ଏକ ଗ୍ରୋସେରି ଦୋକାନରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଲୁଟେରାମାନେ ଦୋକାନର କବାଟ ଭାଙ୍ଗି ଫ୍ରିଜ୍‌, ଇନଭର୍ଟର ସମେତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଲୁଟିନେଇଥିବା ଦୋକାନ ମାଲିକ ପ୍ରଦୀପ ରାଜ ଥାନାରେ ଅଭିଯୋଗ କରିଛନ୍ତି।
ସୂଚନା ଅନୁଯାୟୀ, ସବୁଦିନ ଭଳି ରବିବାର ରାତିରେ ପ୍ରଦୀପ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ। ସୋମବାର ସକାଳେ ଦୋକାନରୁ ଚୋରି ହୋଇଥିବା ଜଣାପଡ଼ିଥିଲା। ସିଂଲା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri