ଏହି ୧୧ ଆପ୍‌ ଉପରେ ବ୍ୟାନ୍‌ ଲଗାଇଲା ଗୁଗୁଲ, ଫୋନରେ ଥିଲେ ତୁରନ୍ତ କାଟନ୍ତୁ..!

ଅନେକ ସମୟରେ ସୋସିଆଲ ମିଡିଆ ଠକେଇ ଘଟଣା ସାମ୍ନାକୁ ଆସିଥାଏ। ସ୍ମାର୍ଟଫୋନ୍‌ରୁ ଡାଟା ଚୋରି କରି ଏଭଳି କାର୍ଯ୍ୟ କରାଯାଇଥାଏ। ଏହା ଜଣାପଡ଼ିବା ପରେ ଗୁଗୁଲ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ସ୍ବରୂପ କିଛି ଆପ୍‌କୁ କାଢ଼ି ଦିଆଯାଏ। ସେଭଳି କିଛି ଘଟଣାକ୍ରମରେ ଗୁଗୁଲ ପ୍ଲେ ଷ୍ଟୋରରୁ ହଟିଛି ୧୧ ସନ୍ଦିଗ୍ଧ ଆପ୍‌। ବ୍ୟବହାରକାରୀଙ୍କ ବ୍ୟକ୍ତିଗତ ସୂଚନା ପ୍ରକଟ ହେବାର ସମ୍ଭାବନା ଦୃଷ୍ଟିରୁ ଗୁଗୁଲ ଏଭଳି ନିଷ୍ପତ୍ତି ନେଇଛି।

ଏହି ଆପ୍‌ ଭିତରେ ରହିଛି (com.imagecompress.android, com.contact.withme.texts, com.hmvoice.friendsms, com.relax.relaxation.androidsms, com.cherry.message.sendsms(two different instances), com.passion.lovinglovemessage, com.file.recoverfiles, com.LPlocker.lockapps, com.remindme.alarm ଏବଂ com.training.memorygame)।

ପୂର୍ବରୁ ଚାଇନା ସହ ଭାରତର ତିକ୍ତତା ଉପୁଜିବା ସମୟରେ ଭାରତ ଟିକ୍‌ଟକ୍‌, ହେଲୋ ଏବଂ ୟୁସି ବ୍ରାଉଜର ସହ ୫୯ ଆପ୍‌କୁ ବ୍ୟାନ୍‌ କରିଦେଇଥିଲା। ସରକାର ଏହାକୁ ବ୍ୟବହାରକାରୀଙ୍କ ପ୍ରତି ବିପଦ ବୋଲି କହିଥିଲେ। ଏହାପରେ ଏହାକୁ ପ୍ଲେ ଷ୍ଟୋରରୁ ହଟାଇଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri