Googleର ବଡ଼ ନିଷ୍ପତ୍ତି! Gmailରେ ଲଗ୍‌ଇନ୍‌ ଲାଗି ଆସିବ QR-Code ବ୍ୟବସ୍ଥା, SMS ଜରିଆରେ ଭେରିଫିକେଶନ୍‌ ବନ୍ଦ

ନୂଆଦିଲ୍ଲୀ,୨୬।୨: ଗୁଗୁଲ୍‌ ଏହାର ଇମେଲ୍‌ ସେବା Gmailକୁ ଅଧିକ ସୁରକ୍ଷିତ କରିବା ଲାଗି ଲଗାତାର ନୂଆ ଫିଚର୍ସ ଲଞ୍ଚ କରୁଛି। ଏବେ କମ୍ପାନୀ Text Based password ବଦଳରେ ଏକ ନୂଆ ଭେରିଫିକେଶନ ସିଷ୍ଟମ ଆଣିପାରେ। Google ଏବେ ଜିମେଲ୍‌ରେ QR code ଦେବା ଲାଗି SMS ଅଥେଣ୍ଟିଫିକେଶନ କୋଡ୍‌ ବ୍ୟବସ୍ଥାକୁ ସମାପ୍ତ କରିପାରେ।

CNETକୁ ଦେଇଥିବା ଏକ ବୟାନରେ ଗୁଗୁଲ୍‌ର ସୁରକ୍ଷା ମୁଖ୍ୟ Ross Richendrfer ଏହି ପରିବର୍ତ୍ତନ ନେଇ ସ୍ପଷ୍ଟ କରିଛନ୍ତି। ଆଗାମୀ ଦିନରେ କମ୍ପାନୀ ବ୍ୟବହାରକାରୀଙ୍କଠାରୁ ଫୋନ୍‌ ନମ୍ବର ଫେରିଫାଇ କରିବା ଲାଗି QR code ସ୍କାନ କରିବାକୁ କହିବ।

କହିରଖୁଛୁ ଯେ, ଅନ୍‌ଲାଇନ୍‌ ଠକେଇ କରିବା ଲାଗି ଠକମାନେ ବେଶ ଚାଲାକ ଭାବେ ସିମ୍‌ ସ୍ବାପିଂ ଏବଂ ଟ୍ରାଫିକ୍‌ ପମ୍ପିଂର ବ୍ୟବହାର କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଗୁଗୁଲ୍‌ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ତେବେ ପ୍ରଥମ କମ୍ପାନୀ ଭାବେ ଗୁଗୁଲ୍‌ SMS Based Authentificationକୁ ସମାପ୍ତ କରୁନାହିଁ। ଗତ କିଛି ବର୍ଷ ମଧ୍ୟରେ ଏକ୍ସ, ସିଗ୍‌ନାଲ, ଆପଲ୍‌ ଏବଂ ମାଇକ୍ରୋସଫ୍ଟ ଅଧିକ ସୁରକ୍ଷିତ ଅପ୍‌ଶନ୍‌ ଲାଗି ଏହି ବ୍ୟବସ୍ଥାକୁ ସମାପ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri