୨୦ଟି ଫୋନ୍ ବ୍ୟବହାର କରନ୍ତି ଗୁଗୁଲ୍ ସିଇଓ ସୁନ୍ଦର ପିଚାଇ, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୫।୨: ଏକା ସାଙ୍ଗରେ ୨୦ଟି ମୋବାଇଲ ବ୍ୟବହାର କରନ୍ତି ଗୁଗୁଲ୍ ସିଇଓ ସୁନ୍ଦର ପିଚାଇ। ଏକ ସାକ୍ଷାତକାର ସମୟରେ ସେ ଏହି ଖୁଲାସା କରିଛନ୍ତି। ଏହାର କାରଣ ମଧ୍ୟ ସେ କହିଛନ୍ତି, ଯାହା ସାଧାରଣ ଲୋକମାନେ ମଧ୍ୟ ନିଜ ସହିତ ତୁଳନା କରିପାରିବେ।

ସୁନ୍ଦର କୁହନ୍ତି, ଏହା ତାଙ୍କର ଦୈନିକ କାର୍ଯ୍ୟ ଅଟେ। ବିଭିନ୍ନ କମ୍ପାନୀର ଫୋନ୍ ସବୁ ଦୈନିକ ଯାଞ୍ଚ କରିଥାନ୍ତି। ଏହାଦ୍ୱାରା ସେ ଜାଣିପାରନ୍ତି ଯେ, ଗୁଗୁଲ୍ ସମସ୍ତ ଫୋନରେ ସଠିକ ଭାବେ କାର୍ଯ୍ୟ କରୁଛି କି ନାହିଁ।

ଏହାବାଦ ତାଙ୍କ ପିଲାମାନଙ୍କର ୟୁଟ୍ୟୁବ୍ ଦେଖନ୍ତି କି ନାହିଁ ପ୍ରଶ୍ନର ଉତ୍ତରରେ ସୁନ୍ଦର ଉଭୟ ବୈଷୟିକ ସାକ୍ଷରତା ଏବଂ ଦାୟିତ୍ବପୂର୍ଣ୍ଣ ବ୍ୟବହାର ଉପରେ ଗୁରୁତ୍ୱାରୋପ କରିଥିଲେ। ଯୁବ ମନ ଉପରେ ଟେକ୍ନୋଲୋଜିର ପ୍ରଭାବକୁ ନେଇ ବ୍ୟାପକ ସାମାଜିକ ଚିନ୍ତାଧାରା ଉପରେ ପ୍ରତିଫଳିତ କରି ଆତ୍ମ-ସୀମାବଦ୍ଧ ନିୟନ୍ତ୍ରଣ ଗୁଡ଼ିକ ଆବଶ୍ୟକତା ଉପରେ ସେ ଆଲୋକପାତ କରିଥିଲେ।

ଏହା ସହିତ ସେ କିପରି ତାଙ୍କ ଆକାଉଣ୍ଟକୁ ସୁରକ୍ଷିତ ରଖନ୍ତି ସେ ବିଷୟରେ ପିଚାଇ ମଧ୍ୟ ଆଲୋଚନା କରିଥିଲେ। ସେ କହିଛନ୍ତି ଯେ ସେ ନିଜ ପାସୱାର୍ଡକୁ ବାରମ୍ବାର ପରିବର୍ତ୍ତନ କରନ୍ତି ନାହିଁ ଏବଂ ଅତିରିକ୍ତ ସୁରକ୍ଷା ପାଇଁ ଦୁଇ ପର୍ଯ୍ୟାୟ ବିଶିଷ୍ଟ ସୁରକ୍ଷା ପ୍ରଣାଳୀ ଉପରେ ନିର୍ଭର କରନ୍ତି। ବାରମ୍ବାର ପାସୱାର୍ଡ ପରିବର୍ତନ ଅପେକ୍ଷା ଦୁଇ ପର୍ଯ୍ୟାୟ ସୁଖ୍ୟା ପ୍ରଣାଳୀ ଅଧିକ ନିରାପଦ ଅଟେ। ଯେତେବେଳେ ଆପଣ ପାସୱାର୍ଡଗୁଡ଼ିକୁ ବାରମ୍ବାର ପରିବର୍ତ୍ତନ କରନ୍ତି, ସେତେବେଳେ ଆପଣ ସେମାନଙ୍କୁ ମନେରଖିବାରେ ଅସୁବିଧାର ସମ୍ମୁଖୀନ ହୁଅନ୍ତି। ତେଣୁ ଦୁଇ ପର୍ଯ୍ୟାୟ ବିଶିଷ୍ଟ ସୁରକ୍ଷା ପ୍ରଣାଳୀ ଚୟନ କରିବା ସର୍ବଦା ଭଲ।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri