Posted inଜାତୀୟ

ଗୁଗୁଲ ଭାରତରେ ନିବେଶ କରିବ ୭୫ ହଜାର କୋଟି ଟଙ୍କା

ନୂଆଦିଲ୍ଲୀ,୧୩।୭: ଭାରତର ଡିଜିଟାଲ ଅର୍ଥ ବ୍ୟବସ୍ଥାକୁ ଆଗେଇ ନେବାକୁ ଗୁଗୁଲ ଭାରତରେ ୭୫ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରିବ। ସୋମବାର ଗୁଗୁଲ ସିଇଓ ସୁନ୍ଦର ପିଚାଇ ଆୟୋଜିତ ଷଷ୍ଠ ଗୁଗୁଲ ଫର ଇଣ୍ଡିଆ କାର୍ଯ୍ୟକ୍ରମରେ ଏହା କହିଛନ୍ତି। ଡିଜିଟାଲ ଅର୍ଥ ବ୍ୟବସ୍ଥାକୁ ଆଗେଇ ନେବାକୁ ୫-୭ ବର୍ଷ ମଧ୍ୟରେ ‘Google for India Digitisation Fund’ ପକ୍ଷରୁ ଗୁଗୁଲ ଭାରତରେ ୭୫ ହଜାର କୋଟି ଟଙ୍କା ନିବେଶ କରିବ। ଇକୋସିଷ୍ଟମ ଇନଭେଷ୍ଟମେଣ୍ଟସ୍‌ର ଏହି ନିବେଶ ଇକ୍ୟୁଡିଟି ଇନଭେଷ୍ଟମେଣ୍ଟ, ପାର୍ଟନରଶିପ ଓ ଅପରେଶନାଲ ଇନଫ୍ରାଷ୍ଟକ୍ଚଚର ମିଶ୍ରଣ ହେବ। ଗତ କିଛି ବର୍ଷ ହେବ ମୋବାଲଇ ମନ୍ୟୁଫ୍ୟାକ୍ଚରିଂ ସହ ସହମତି ହେବା ପରେ ଶସ୍ତାରେ ମୋବାଇଲ ଯୋଗାଇ ଦେବାପାଇଁ ଭାରତ କାମ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ…

ICC ପ୍ଲେୟାର ଅଫ ଦ ମନ୍ଥ ପାଇଁ ମନୋନୀତ ହେଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ICC) ପକ୍ଷରୁ ଜୁନ ମାସ ପାଇଁ ‘ପ୍ଲେୟାର ଅଫ ଦ ମନ୍ଥ’ (Player of the Month) ମନୋନୟନ ତାଲିକା…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର  ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri