Posted inଜାତୀୟ

ଭାରତରେ ଗୁଗଲ-ଜି ମେଲ୍‌ ସର୍ଭର ଡାଉନ୍‌

ନୂଆଦିଲ୍ଲୀ, ୨୦।୮: ଭାରତରେ ଗୁରୁବାର ସକାଳଠାରୁ ଗୁଗଲ ଏବଂ ଜି-ମେଲ୍‌ ସର୍ଭର ଡାଉନ୍‌ ରହିଛି। ଫଳରେ ୟୁଜରଙ୍କ ପାଇଁ ସମସ୍ୟା ସୃଷ୍ଟି ହୋଇଛି। ଜି-ମେଲ୍‌ରେ ଆକ୍ଟିଭ୍‌ ୟୁଜରଙ୍କ ସଂଖ୍ୟା ଅଧିକ ହୋଇଯିବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା କୁହାଯାଉଛି। ଏଭଳି ସ୍ଥିତି ଭାରତ ସମେତ ଅନ୍ୟ କେତେକ ଦେଶରେ ମଧ୍ୟ ଜାରି ରହିଛି। ଏହାଯୋଗୁ ୟୁଟ୍ୟୁବ୍‌ରେ ଭିଡ଼ିଓ ଅପଲୋଡ଼ କରିବାରେ ଅସୁବିଧା ହେଉଛି। ଏସମ୍ପର୍କରେ କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ସମାଧାନ ଲାଗି ଉଦ୍ୟମ ଜାରି ରହିଥିବା କମ୍ପାନୀ କହିଛି। ଖୁବ୍‌ ଶୀଘ୍ର ସ୍ଥିତିରେ ସୁଧାର ଆସିବ ଏବଂ ୟୁଜରଙ୍କ ସମସ୍ୟା ଦୂର ହେବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି:ମୋଦି

ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରାବାର ଦେଶକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଅକ୍ଟୋବର ୨୧ ରେ ଭାରତ ଏକ ଅସାଧାରଣ ଲକ୍ଷ୍ୟ...

କଂଗ୍ରେସ ଉପରେ ବର୍ଷିଲେ ମୋଦି

ପାଟନା,୧୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାର ପାଲିଗଞ୍ଜଠାରେ ବୁଧବାର ଏକ ନିର୍ବାଚନୀ ସଭାରେ ଯୋଗଦେଇ କଂଗ୍ରେସ ଏବଂ ଅନ୍ୟ ବିରୋଧ ଦଳଙ୍କ ଉପରେ ବର୍ଷିଛନ୍ତି। ଦେଶରେ...

ଭିନ୍ନକ୍ଷମ ଭୋଟରଙ୍କ ପାଇଁ ପାଲିଙ୍କିର ବ୍ୟବସ୍ଥା କଲେ ନିର୍ବାଚନ କମିଶନ

ନାହାନ,୧୯।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ରବିବାର ଚାଲିଥିବା ବେଳେ ଏଥିରେ ଭିନ୍ନକ୍ଷମମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନେ କିପରି ସୁରୁଖୁରୁରେ...

ଓ୍ବାଘା ବର୍ଡରରେ ସାଧାରଣତନ୍ତ୍ର ଦିବସରେ ହେବନି କୌଣସି ସମାରୋହ

ନୂଆଦିଲ୍ଲୀ,୧୮।୧: କୋଭିଡ୍‌-୧୯ ମହାମାରୀ ଯୋଗୁ ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଭାରତ-ପାକ୍‌ ଓ୍ବାଘା ଅଟ୍ଟାରୀ ସୀମାରେ କୌଣସି ମିଳିତ ପରେଡ(ବିଟିଂ ରିଟ୍ରିଟ) ସମାରୋହର ଆୟୋଜନ...

ବାରାଣସୀରେ ମୋଦିଙ୍କ ୩ କି.ମି ଲମ୍ବା ରୋଡ ଶୋ’

ବାରାଣସୀ,୪।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଏବେ ଶେଷ ହେବାକୁ ଯାଉଛି। ପୂର୍ବରୁ ନିର୍ବାଚନର ୬ଟି ପର୍ଯ୍ୟାୟର ମତଦାନ ଶେଷ ହୋଇଥିବା ବେଳେ ଏବେ କେବଳ ଗୋଟିଏ...

ଅନ୍‌ଲାଇନ ଗେମ୍‌ ନିୟନ୍ତ୍ରଣ ପାଇଁ ଆସିବ କଠୋର ଆଇନ

ଭୋପାଳ,୧୩।୧: ଅନ୍‌ଲାଇନ ଗେମ୍‌ ପିଲାଙ୍କ ଜୀବନ ନେଉଥିବା ବେଳେ ଏହା ମା’ବାପାଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଏହାକୁ ନିୟନ୍ତ୍ରଣ କରିବା ଲାଗି ମଧ୍ୟପ୍ରଦେଶ ସରକାର...

ପୁଲଓ୍ବାମାରେ ଏନ୍‌କାଉଣ୍ଟର, ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୫।୧ : ଜମ୍ମୁ-କଶ୍ମୀରର ପୁଲୱାମା ଜିଲାରେ ବୁଧବାର ସକାଳେ ମିଳିତ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ପାକିସ୍ତାନୀ ସମେତ ତିନିଜଣ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି।...

ଭଗଓ୍ବନ୍ତଙ୍କ କ୍ୟାବିନେଟ ମନ୍ତ୍ରୀ ନେଲେ ଶପଥ

ଚଣ୍ଡିଗଡ଼,୧୯।୩: ପଞ୍ଜାବରେ ଆମ ଆଦମୀ ପାର୍ଟିର ବହୁମତରେ ବିଜୟ ହାସଲ ପରେ ମାର୍ଚ୍ଚ ୧୬ରେ ଭଗଓ୍ବନ୍ତ ମାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଇତିମଧ୍ୟରେ...

Advertisement
Archives

Model This Week